ରାଜ୍ୟରେ ୧୭୭ ଛୁଇଁଲା କୋରୋନା ଜନିତ ମୃତ୍ୟୁ ସଂଖ୍ୟା

ରାଜ୍ୟରେ ଭୟଙ୍କର ରୂପନେଉଛି କୋରୋନା। ସଂକ୍ରମିତଙ୍କ ସଂଖ୍ୟା ଯେତିକି ଯେତିକି ବଢୁଛି କୋରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ସେହି ଅନୁପାତରେ ବୃଦ୍ଧି ପାଉଛି। ଆଜି ରାଜ୍ୟରେ ୮ଟି ମୁଣ୍ଡନେଇଛି କୋରୋନା। ଗଞ୍ଜାମ ଜିଲ୍ଲାରେ କୋରୋନା ମୃତ୍ୟୁ ସଂଖ୍ୟା ଶତକ ମୁହାଁ। ଜିଲ୍ଲାରେ ୯୪ ଛୁଇଁଛି ମୃତ୍ୟୁ ସଂଖ୍ୟା। ଏହା ସହିତ ରାଜ୍ୟରେ ଜିଲ୍ଲାରେ ମୃତକଙ୍କ ତାଲିକାରେ

ରାଜ୍ୟରେ ୧୭୭ ଛୁଇଁଲା କୋରୋନା ଜନିତ ମୃତ୍ୟୁ ସଂଖ୍ୟା

About the Author