ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ଆଉ ୩୩୬୩ କୋରୋନା ସଂକ୍ରମିତ

ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୧,୫୦,୮୦୭ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୬୨୬ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।

ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ଆଉ ୩୩୬୩ କୋରୋନା ସଂକ୍ରମିତ
Image Credit: ପ୍ରତୀକାତ୍ମକ ଫଟୋ

About the Author