ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ପୁଣି ୩,୪୦୪ କୋରୋନା ଆକ୍ରାନ୍ତ

ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୨,୪୬,୮୩୯ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୯୯୧ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।

ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ପୁଣି ୩,୪୦୪ କୋରୋନା ଆକ୍ରାନ୍ତ
Image Credit: ପ୍ରତୀକାତ୍ମକ ଫଟୋ

About the Author