ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ଆଉ ୪,୨୧୯ କୋରୋନା ଆକ୍ରାନ୍ତ

CoronaVirus in Odisha: ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୨,୧୯,୧୧୯ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୮୪୨ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।

ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ଆଉ ୪,୨୧୯ କୋରୋନା ଆକ୍ରାନ୍ତ
Image Credit: ପ୍ରତୀକାତ୍ମକ ଫଟୋ

About the Author