କ୍ୱାରେଣ୍ଟାଇନ ସେଣ୍ଟରରେ ମଦ୍ୟପ ଯୁବକର ଉନ୍ମତ୍ତକାଣ୍ଡ

ମଦ୍ୟପ ଯୁବକର ଆକ୍ରମଣରେ ରୋଷେୟା ଅନନ୍ତ ପ୍ରସାଦ ସାହୁ ଗୁରୁତର ହୋଇଛନ୍ତି । ତାଙ୍କୁ ପ୍ରଥମେ ମଣିଜଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

କ୍ୱାରେଣ୍ଟାଇନ ସେଣ୍ଟରରେ ମଦ୍ୟପ ଯୁବକର ଉନ୍ମତ୍ତକାଣ୍ଡ
Image Credit: ଫଟୋ ସୌଜନ୍ୟ: ଜୀ ମିଡିଆ

About the Author