• ରାଜ୍ୟରେ ଆଉ ୪୩ ଜୀବନ ନେଲା ମହାମାରୀ କୋରୋନା
  • ରାଜ୍ୟରେ ଦିନକରେ ଆଉ ୩ ହଜାର ୩୧ କୋରୋନା ଆକ୍ରାନ୍ତ ଚିହ୍ନଟ
  • ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୩ ହଜାର ୨୫୬ ନୂତନ କୋରୋନା ମାମଲା ଚିହ୍ନଟ
  • ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୪୨୨ ଜଣ ସଂକ୍ରମିତଙ୍କର ମୃତ୍ୟୁ
  • ଆଜିଠୁ ୟୁଟ୍ୟୁବରେ ଉଭୟ ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ଲାଇଭ୍ ପାଠପଢା
  • ଦୌନିକ ୧୦.୪୫ରୁ ୧ଟା ପର୍ଯ୍ୟନ୍ତ ୪ଟି ପିରିୟଡ଼ ରହିବ
  • ଆଜିଠୁ ରାଜ୍ୟରେ କ୍ୟାମ୍ପେନ ମୋଡରେ ହେବ ଟିକାକରଣ
  • ଦୈନିକ ୩ ଲକ୍ଷ ଟିକାକରଣ ପାଇଁ ଯୋଜନା
  • ଆଜି ସପ୍ତମ ଅନ୍ତର୍ଜାତୀୟ ଯୋଗ ଦିବସ
  • ଦେଶବାସୀଙ୍କୁ ଯୋଗ ଦିବସର ଶୁଭେଚ୍ଛା ଜଣାଇଲେ PM ମୋଦି

କାଲିଠୁ ବଦଳିବ ପାଗ: ବଢିବ ବର୍ଷାର ପରିମାଣ, ୧୪ ଯାଏଁ ବର୍ଷିବ!

ଆସନ୍ତାକାଲି ଠାରୁ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବିକ୍ଷିପ୍ତ ଭାବେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତାକାଲି ସକାଳ ୮ଟା ୩୦ ମଧ୍ୟରେ ୧୩ ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗୁପର, ସୁନ୍ଦରଗଡ, ଝାରସୁଗୁଡା, ଦେଓଗଡ, କେଉଁଝର, ମୟୂରଭଂଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଓ ଜଗତସିଂହପୁରରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

କାଲିଠୁ ବଦଳିବ ପାଗ: ବଢିବ ବର୍ଷାର ପରିମାଣ, ୧୪ ଯାଏଁ ବର୍ଷିବ!

ଭୁବନେଶ୍ୱର: Odisha Weather Update: ଆଜି ପୂର୍ବକେନ୍ଦ୍ରୀୟ ଓ ଆଖପାଖ ଉତ୍ତରପୂର୍ବ ବଙ୍ଗୋପସାଗର ନିକଟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି । ଯାହାର ପ୍ରଭାବରେ ଆସନ୍ତା ୧୧ ତାରିଖ ଆଡକୁ ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖ ଅଂଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ । ଏହା ପରବର୍ତ୍ତୀ ୨୪ ଘଣ୍ଟାରେ ଆହୁରି ସକ୍ରିୟ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଓଡିଶା ପ୍ରବେଶ କରିବାର ସମ୍ଭାବନା ରହିଛି ।

ଅଧିକ ପଢ଼ନ୍ତୁ:-କେନ୍ଦ୍ର କର୍ମଚାରୀଙ୍କ ପାଇଁ ଡବଲ ଗୁଡ୍ ନ୍ୟୁଜ୍! ମହଙ୍ଗା ଭତ୍ତା ସହିତ ଏବେ Appraisal ରୁ ମଧ୍ୟ ବଢ଼ିବ ଦରମା

ତେବେ ଏସବୁ ଦ୍ୱାରା ଆସନ୍ତାକାଲି ଠାରୁ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବିକ୍ଷିପ୍ତ ଭାବେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (Heavy Rain) ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତାକାଲି ସକାଳ ୮ଟା ୩୦ ମଧ୍ୟରେ ୧୩ ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗୁପର, ସୁନ୍ଦରଗଡ, ଝାରସୁଗୁଡା, ଦେଓଗଡ, କେଉଁଝର, ମୟୂରଭଂଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଓ ଜଗତସିଂହପୁରରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଅଧିକ ପଢ଼ନ୍ତୁ:-ରେଲୱେରେ ଏହି ବିଭିନ୍ନ ପଦ ପାଇଁ ଆରମ୍ଭ ହେଲା ଆବେଦନ ପ୍ରକ୍ରିୟା, ବିନା ପରୀକ୍ଷାରେ ମିଳିବ ଚାକିରି, ଦଶମ ପାସ୍ ଛାତ୍ରଛାତ୍ରୀ ଶୀଘ୍ର କରନ୍ତୁ ଅପ୍ଲାଇ

ଆସନ୍ତାକାଲି ଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବା ସହ ୬ ଜିଲାରେ ଅତି ପ୍ରବଳ ବର୍ଷା ନେଇ ଅରେଂଜ ୱାର୍ଣ୍ଣିଂ ଜାରି ହୋଇଛି, ଯେଉଁଠି କଚ୍ଚା ଘର ଭାଙ୍ଗିବା ସହ ଆକସ୍ମିକ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାସହ ୧୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଆସନ୍ତା ଠାରୁ ୧୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ ହୋଇଛି ।