Odisha Weather Update: ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ !

Odisha Weather Update:ଆଜି ସକାଳେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ ବଳୟରେ ପରିଣତ ହୋଇଛି । ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଚା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା (Heavy Rains) ନେଇ ସତର୍କ ସୂଚନା ଜାରି କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Odisha Weather Update: ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ !

About the Author