• କଳାହାଣ୍ଡି: ସନସାଇନ୍ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ନିଖୋଜ ମାମଲା
  • ମହାଲିଙ୍ଗ ସ୍ଥିତ ନିର୍ମାଣାଧୀନ ଷ୍ଟାଡିୟମରୁ ମିଳିଲା ପୋଡ଼ାକାଠ, ପାଉଁଶ
  • ଜେସିବି ଦ୍ୱାରା ମାଟି ଖୋଳି ପୋଡ଼ାକାଠ, ପାଉଁଶ ଉଦ୍ଧାର
  • ମମିତାଙ୍କୁ ହତ୍ୟା କରି ପୋତି ଦିଆଯାଇଥିବା ସନ୍ଦେହ
  • ଦରଦାମ ବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ଆନ୍ଦୋଳନ
  • ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ କୁଶପୁତଳିକା ଦାହ କଲା ଯୁବ କଂଗ୍ରେସ
  • ମମିତା ମେହେର ଅପହରଣ ଘଟଣାରେ ଗୃହରାଷ୍ଟ୍ର ମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ରାଜ୍ୟ ବିଜେପି ସଭାପତି
  • କେରଳରେ ବନ୍ୟାର ତାଣ୍ଡବ: ୪୧ ମୃତ, ୧୧ଟି ଡ୍ୟାମ୍ ପାଇଁ ରେଡ୍‌ ଆଲର୍ଟ ଜାରି
  • ଗୋଟିଏ ସ୍ଥାନରେ ମିଳିପାରିବ ଶାସ୍ତ୍ରୀୟ ନୃତ୍ୟ ଓଡ଼ିଶୀର ସମସ୍ତ କଳା କୌଶଳ
  • ପୁରାତନ ଗୁରୁଙ୍କ କାଳଜୟୀ କଳାର ସମାହାର ସାଙ୍ଗକୁ ଏ କ୍ଷେତ୍ରରେ ପ୍ରତିଷ୍ଠିତ ବ୍ୟକ୍ତିତ୍ୱଙ୍କ ନୃତ୍ୟ ଚାତୁରୀ

ବାତ୍ୟା ଅସ୍ପଷ୍ଟ, ଲଘୁଚାପ ସ୍ପଷ୍ଟ

ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତକାଲି ଠାରୁ ପାଗରେ ପରିବର୍ତ୍ତନ ଆସିବା ସହ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ଘଡଘଡି ଓ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର । 

ବାତ୍ୟା ଅସ୍ପଷ୍ଟ, ଲଘୁଚାପ ସ୍ପଷ୍ଟ
ପ୍ରତୀକାତ୍ମକ ଫଟୋ

ଭୁବନେଶ୍ୱର: Odisha Weather Update: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଂଚଳରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ସେହି ସମାନ ଅଂଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ର ପ୍ରଦେଶ କୂଳରେ ପଂହଚିବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

ତେବେ ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତକାଲି ଠାରୁ ପାଗରେ ପରିବର୍ତ୍ତନ ଆସିବା ସହ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ଘଡଘଡି ଓ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର । ଏହାପରେ ବର୍ଷାର ପରିମାଣ ବୃଦ୍ଧି ହେବାର ସମ୍ଭାବନା ରହିଛି । ତେବେ ସମ୍ଭାବ୍ୟ ଲଘୁଚାପ କେତେ ଦୂର ଘନୀଭୂତ ହେବ ତାହା ଏଯାଏଁ ସ୍ପଷ୍ଟ ହୋଇନି । ଅପରପଟେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସାରା ଦେଶରୁ ଧିରେ ଧିରେ ବିଦାୟ ନେଉଥିବା ବେଳେ ଲଘୁଚାପ ପ୍ରଭାବରେ ସାମାନ୍ୟ ବିଳମ୍ୱ ହେବାର ସମ୍ଭାବନା ରହିଛି ।  

ଅଧିକ ପଢ଼ନ୍ତୁ:-ପିଏମ ମୋଦି ଓ ଇସ୍ରାଏଲ ଉପରେ ଇମ୍ରାନ ଖାନ ଦେଲେ ଏଭଳି 'ଜ୍ଞାନ', ସବୁଆଡ଼େ ଉଡ଼ୁଛି ମଜାକ

ଅଧିକ ପଢ଼ନ୍ତୁ:-ଡ୍ରଗ୍ସ ମାମଲାରେ ଚର୍ଚ୍ଚାରେ ଆସିଥିବା ସମୀର ୱାନଖେଡ଼େଙ୍କ ମୁଣ୍ଡ ଉପରେ ରହିଛି ଏହି ଖାସ୍ ବ୍ୟକ୍ତିଙ୍କ ହାତ, ପତ୍ନୀ କ୍ରାନ୍ତି କଲେ ଖୁଲାସା

ଅଧିକ ପଢ଼ନ୍ତୁ:-ପୋଷ୍ଟ ଅଫିସ ନା ବ୍ୟାଙ୍କ? ଜାଣନ୍ତୁ କେଉଁଠାରେ ପ୍ରଥମେ ଡବଲ ହେବ ଆପଣଙ୍କ ଟଙ୍କା