କାଳବୈଶାଖୀରେ ବ୍ରେକ୍, ବଢିବ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା
Advertisement

କାଳବୈଶାଖୀରେ ବ୍ରେକ୍, ବଢିବ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା

ଏହାସହ ଆସନ୍ତାକାଲି ସକାଳ ୮ଟା ୩୦ ମଧ୍ୟରେ ମାଲକାନଗିରି, କୋରାପୁଟ, ଗଜପତି, ନବରଙ୍ଗପୁର, ମୟୂରଭଂଜ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ସମ୍ଭାବନା ରହିଛି । 

କାଳବୈଶାଖୀରେ ବ୍ରେକ୍, ବଢିବ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା

ଶାନ୍ତସ୍ୱରୂପ ରାଉତ, ଭୁବନେଶ୍ୱର: Odisha Weather Update: କାଳବୈଶାଖୀରେ ବ୍ରେକ୍, ବଢିବ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା । ଦକ୍ଷିଣ ଓଡ଼ିଶା ଓ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଧିରେ ଧିରେ ଦୁର୍ବଳ ହୋଇଛି । ତେବେ ରାଜ୍ୟର ଅଧିକାଂଶ ସ୍ଥାନରେ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।

ଅଧିକ ପଢ଼ନ୍ତୁ:-ଆସନ୍ତା ୩ ମାସ ପାଇଁ ଅମ୍ଳଜାନ ଓ କୋରୋନା ଟିକା ଉପରେ ଟିକସ ଛାଡ କଲେ ମୋଦି ସରକାର

ଏହାସହ ଆସନ୍ତାକାଲି ସକାଳ ୮ଟା ୩୦ ମଧ୍ୟରେ ମାଲକାନଗିରି, କୋରାପୁଟ, ଗଜପତି, ନବରଙ୍ଗପୁର, ମୟୂରଭଂଜ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ସମ୍ଭାବନା ରହିଛି । ଏହାପରେ ଆସନ୍ତା ୨୬ ତାରିଖରୁ ପାଗରେ ପରିବର୍ତ୍ତନ ହୋଇ ପୁଣି କାଳବୈଶାଖୀର ପ୍ରକୋପ ବୃଦ୍ଧି ପାଇବ ବୋଲି କେନ୍ଦ୍ର ପୂର୍ବାନୁମାନ କରିବା ନେଇ ଏହାର ନିର୍ଦ୍ଦେଶକ ଏଚ. ଆର ବିଶ୍ୱାସ ସୂଚନା ଦେଇଛନ୍ତି ।