• ବିଭିନ୍ନ କ୍ଷେତ୍ରରେ ପ୍ରଥମ ହୋଇଥିବା ଓଡ଼ିଶାକୁ ନୀତି ଆୟୋଗର ପ୍ରଶଂସା
  • ଜୁଲାଇରେ ଅଲିମ୍ପିକ୍ସ ସହ ସଂପୃକ୍ତ ବ୍ୟକ୍ତିଙ୍କ ମଧ୍ୟରୁ ୯୦ ଜଣ କୋଭିଡ ପଜିଟିଭ୍‌ ଚିହ୍ନଟ
  • ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରରେ ହାତୀ ଆକ୍ରମଣରେ ମହିଳା ମୃତ
  • ଟୋକିଓ ଅଲିମ୍ପିକ୍ସରେ ଅଷ୍ଟ୍ରେଲିଆକୁ ହରାଇ ସେମିଫାଇନାଲରେ ଭାରତୀୟ ମହିଳା ହକି ଟିମ୍
  • ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା
  • ବିପଦ ସଂକେତ ଉପରେ ସୁବର୍ଣ୍ଣରେଖା
  • ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ୪୨୨ ଜୀବନ
  • ଦେଶରେ ଦିନକରେ ୪୦ ହଜାର ୧୩୪ କୋରୋନା ଆକ୍ରାନ୍ତ ଚିହ୍ନଟ
  • ଜାମ୍ମୁ ଓ କାଶ୍ମୀରର ସାମ୍ବା ସୀମାରେ ୪ ସନ୍ଦିଗ୍ଧ ଡ୍ରୋନ୍‌ ଠାବ
  • ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା କୋଣାର୍କ ସୂର୍ଯ୍ୟ ମନ୍ଦିର

ହାତୀ ଆକ୍ରମଣରେ ୨ ଗୁରୁତର

ବୁଧବାର ସକାଳେ କିଛି ବ୍ୟକ୍ତି ନିଜ ଚାଷ ଜମିକୁ ଯାଇଥିବାବେଳେ ହାତୀ ହାବୁଡରେ ପଡି ଯାଇଥିଲେ। 

ହାତୀ ଆକ୍ରମଣରେ ୨ ଗୁରୁତର

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡି ବନଖଣ୍ଡ ଅନ୍ତର୍ଗତ ହରିଣା ଗ୍ରାମର ସୁଳିଆ ପାହାଡ଼ ଗଣ୍ଡରେ ହାତୀ ପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ହାତୀ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି।

ବୁଧବାର ସକାଳେ କିଛି ବ୍ୟକ୍ତି ନିଜ ଚାଷ ଜମିକୁ ଯାଇଥିବାବେଳେ ହାତୀ ହାବୁଡରେ ପଡି ଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣେ ବ୍ୟକ୍ତିଙ୍କୁ ହାତୀ ଶୁଣ୍ଢରେ ଟେକି ଫୋପାଡ଼ି ଦେଇଥିବାଲା। ଏ ଘଟଣାରେ ଅନ୍ୟ ଜଣେ ମଧ୍ୟ ଗୁରୁତର ହୋଇଥିବାର ଖବର ମିଳିଛି। ଦୁଇ ଗୁରୁତରଙ୍କୁ ଆମ୍ବୁଲାନ୍ସ ଯୋଗେ ଦିଗପହଣ୍ଡି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।