ଭେଦକ୍ଷତା ତାଲିମ କେନ୍ଦ୍ରର ୮୭ ଯୁବକଙ୍କୁ ମିଳିଲା ନିଯୁକ୍ତି

ଡିସେମ୍ବର ୨୦୨୪ରେ ଆରମ୍ଭ ହୋଇଥିବା ଭେଦକ୍ଷତା ଅଭିଯାନ ସ୍କୁଲନେଟ୍ ଇଣ୍ଡିଆ ଲିମିଟେଡ୍, ଜାତୀୟ ଦକ୍ଷତା ବିକାଶ ନିଗମ (NSDC) ଏବଂ ଲର୍ଣ୍ଣନେଟ୍ ସ୍କିଲ୍ସ ଲିମିଟେଡର ମିଳିତ ଉଦ୍ୟମରେ କାର୍ଯ୍ୟକାରୀ ହୋଇଛି। ଏହି କେନ୍ଦ୍ର ୩ଟି ବୃତ୍ତି ନିମନ୍ତେ ମାଗଣା ତାଲିମ ପ୍ରଦାନ କରେ। ଯଥା, ସିଲାଇ ମେସିନ୍ ପରିଚାଳନା, ବୈଦ୍ୟୁତିକ ରକ୍ଷଣାବେକ୍ଷଣ, ଖାଦ୍ୟ ଏବଂ ପାନୀୟ ସେବା। ଆଗାମୀ ୩ ବର୍ଷ ମଧ୍ୟରେ, ବେଦାନ୍ତ ଆଲୁମିନିୟମ ଓଡ଼ିଶାର ଘୋଘରପାଲି, ଜାମଖାନି ଏବଂ କୁରାଲୋଇରେ ଏହାର କୋଇଲା ଖଣି ପ୍ରକଳ୍ପ ପାଖରେ ଥିବା ସମ୍ପ୍ରଦାୟର ୭୦୦ରୁ ଅଧିକ ଗ୍ରାମୀଣ ଯୁବପିଢ଼ିଙ୍କୁ ତାଲିମ ଦେବାକୁ ଲକ୍ଷ୍ୟ ରଖିଛି।

ଭେଦକ୍ଷତା ତାଲିମ କେନ୍ଦ୍ରର ୮୭ ଯୁବକଙ୍କୁ ମିଳିଲା ନିଯୁକ୍ତି

About the Author