ଅକ୍ଟୋବର ୮ରୁ RI, ICDS ସୁପରଭାଇଜର, ARI, ଅମିନ ପରୀକ୍ଷା

ଏହି ପରୀକ୍ଷା ନଭେମ୍ବର ୩ୟ ସପ୍ତାହ ପର୍ଯ୍ୟନ୍ତ ଚାଲିବା ନେଇ OSSSC ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି । ସବୁ ଜିଲ୍ଲାରେ ପରୀକ୍ଷା ହେବା ନେଇ ସୂଚନା ଜାରି କରାଯାଇଛି ।ପରୀକ୍ଷା ତାରିଖ, ସ୍ଥାନ ଏବଂ କେନ୍ଦ୍ର ସମ୍ପର୍କିତ ତଥ୍ୟ ପ୍ରବେଶ ପତ୍ରରେ ଉଲ୍ଲେଖ କରାଯିବ ।

ଅକ୍ଟୋବର ୮ରୁ RI, ICDS ସୁପରଭାଇଜର, ARI, ଅମିନ ପରୀକ୍ଷା

About the Author