Govt Job: ସରକାରୀ ଚାକିରି ପାଇଁ ଇଚ୍ଛୁକ ପ୍ରାର୍ଥୀଙ୍କ ପାଇଁ ଖୁସି ଖବର, ଆରମ୍ଭ ହୋଇଯାଇଛି ଆବେଦନ ପ୍ରକ୍ରିୟା...

Govt Job: କେନ୍ଦ୍ର ସରକାରରେ ଚାକିରି କରିବାକୁ ଇଚ୍ଛୁକ ଥିବା ପ୍ରାର୍ଥୀଙ୍କ ପାଇଁ ଖୁସି ଖବର। ୟୁନିଅନ୍ ପବ୍ଲିକ୍ ସର୍ଭିସ୍ କମିଶନ(UPSC) ତରଫରୁ ବାହାରିଛି ବମ୍ପର ନିଯୁକ୍ତି ଅଫର। ଏହି ନିଯୁକ୍ତି ପ୍ରକ୍ରିୟା ଅନଲାଇନ ମୋଡରେ ହେବ। ମୋଟ ୧୨୦ଟି ପଦବୀ ପୂରଣ ପାଇଁ ବିଜ୍ଞପ୍ତିରେ ପ୍ରକାଶ ପାଇଛି।ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ UPSC ର ଅଫିସିଆଲ୍ ୱେବ୍‌ସାଇଟ୍‌ upsc.gov.in କୁ ଯାଇ ଯାଞ୍ଚ କରିପାରିବେ।

Govt Job: ସରକାରୀ ଚାକିରି ପାଇଁ ଇଚ୍ଛୁକ ପ୍ରାର୍ଥୀଙ୍କ ପାଇଁ ଖୁସି ଖବର, ଆରମ୍ଭ ହୋଇଯାଇଛି ଆବେଦନ ପ୍ରକ୍ରିୟା...

About the Author