Daman Team: ନବୀନ ନିବାସରେ 'ଦମନ' ଟିମ୍, ସମସ୍ତଙ୍କୁ ଅଭିନନ୍ଦନ ଜଣାଇଲେ ନବୀନ ପଟ୍ଟନାୟକ
Advertisement
Article Detail0/zeeodisha/odisha2388958

Daman Team: ନବୀନ ନିବାସରେ 'ଦମନ' ଟିମ୍, ସମସ୍ତଙ୍କୁ ଅଭିନନ୍ଦନ ଜଣାଇଲେ ନବୀନ ପଟ୍ଟନାୟକ

Daman team meets Former CM Naveen Patanaik: 'ଦମନ' ଫିଲ୍ମ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବରେ ଜାତୀୟ ପୁରସ୍କାର ଲାଭ କରିଥିବାରୁ ଶ୍ରୀ ପଟ୍ଟନାୟକ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ ।

 

Daman team meets Former CM Naveen Patanaik

ଭୁବନେଶ୍ୱର: ମେଲେରିଆ ସଚେତନତା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରି ଜାତୀୟ ପୁରସ୍କାର ଲାଭ କରିଥିବା ଦମନ ଫିଲ୍ମର କଳାକାର ତଥା ନିର୍ଦ୍ଦେଶକ ଆଜି ନବୀନ ନିବାସଠାରେ ବିରୋଧି ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଆଶୀର୍ବାଦ କାମନା କରିଥିଲେ ।

ଦମନ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବରେ ଜାତୀୟ ପୁରସ୍କାର ଲାଭ କରିଥିବାରୁ ଶ୍ରୀ ପଟ୍ଟନାୟକ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ ।  ଆଗାମୀ ଦିନରେ ସାମାଜିକ ସଚେତନତା ଉପରେ ଆଧାରିତ ଅଧିକରୁ ଅଧିକ ଓଡ଼ିଆ ଚଳଚିତ୍ର ନିର୍ମାଣ ଉପରେ ସେ ଗୁରୁତ୍ୱ ଆରୋପ କରିଥିଲେ ।

ଦମନ ଚଳଚ୍ଚିତ୍ରର ମୁଖ୍ୟ କଳାକାର ଶ୍ରୀ ବାବୁ ସାନଙ୍କ ସମେତ ନିର୍ଦେଶକ ବିଶାଲ ମୌର୍ଯ୍ୟ ଓ ଦେବୀ ପ୍ରସାଦ ଲେଙ୍କା ପ୍ରମୁଖ ବିରୋଧି ଦଳ ନେତାଙ୍କୁ ସାକ୍ଷାତ କରିଥିଲେ ।

 

Also Read: Raksha Bandhan Horoscope: ନିଜ ଭାଇ ହାତରେ ରାଶିର ରଙ୍ଗ ଅନୁଯାୟୀ ବାନ୍ଧନ୍ତୁ ରାକ୍ଷୀ, କେବେ ରହିବ ନାହିଁ ଧନର ଅଭାବ!

Also Read: Blue Moon 2024: ରାକ୍ଷୀ ପୂର୍ଣ୍ଣିମା ଦିନ ଦେଖାଯିବ ନୀଳ ଚନ୍ଦ୍ର, ଜାଣନ୍ତୁ ଏହା ପଛର ବିଜ୍ଞାନ