Odia Movie: ଓଡିଶାର ୨୫ଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କଲା "କେମିତି ଏ ସମ୍ପର୍କ"

ହିମାଂଶୁ ପରିଜା (ଚଣ୍ଡୀ) ଙ୍କର ସମସ୍ତ ଫିଲ୍ମ କୁ ଯେମିତି ଦର୍ଶକ ବହୁତ ଭଲ ପାଇବା ଦେଇଛନ୍ତି "କେମିତି ଏ ସମ୍ପର୍କ" କୁ ମଧ୍ୟ ଢେର ଭଲ ପାଇବା ଦେବେ ବୋଲି ଆଜି ପ୍ରଥମ ଶୋ ରୁ ସ୍ପଷ୍ଟ ଜଣାପଡ଼ିଛି।

Odia Movie: ଓଡିଶାର ୨୫ଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କଲା "କେମିତି ଏ ସମ୍ପର୍କ"

About the Author