Advertisement
Photo Details/zeeodisha/odisha2672658
Zee OdishaPhotosଅପରାଜିତାଙ୍କ ଘରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପାଖରେ ଅଛନ୍ତି ବାବୁସାନ୍
photoDetails0hindi

ଅପରାଜିତାଙ୍କ ଘରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପାଖରେ ଅଛନ୍ତି ବାବୁସାନ୍

ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲୋକପ୍ରିୟ ଅଭିନେତା ସ୍ୱର୍ଗତଃ ଉତ୍ତମ ମହାନ୍ତିଙ୍କ ବାସଭବନରେ ପହଞ୍ଚିଛନ୍ତି ।

1/4

ଅପରାଜିତା, ବାବୁସାନଙ୍କ ସମେତ ପରିବାରର ଅନ୍ୟ ସଦସ୍ୟମାନଙ୍କୁ ଭେଟିଛନ୍ତି ଧର୍ମେନ୍ଦ୍ର । 

2/4

ସ୍ୱର୍ଗତ ଉତ୍ତମ ଭାଇଙ୍କ ସହ ମୋର ପାରିବାରିକ ସମ୍ପର୍କ ଥିଲା ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।

3/4

ଚଳଚ୍ଚିତ୍ର ଜଗତ ପ୍ରତି ତାଙ୍କର ଜୀବନବ୍ୟାପୀ ସାଧନା ଓ କୃତି ପାଇଁ ସେ ଓଡ଼ିଆ ଜନମାନସରେ ଚିର ଅମର ହୋଇ ରହିବେ କହିବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

4/4

ଆପଣଙ୍କୁ କହିରଖୁଛୁ ଯେ, ଯେତେବେଳେ ଉତ୍ତମଙ୍କୁ ଦିଲ୍ଲୀ ସ୍ଥିତ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଥିଲା ସେହି ସମୟରେ ମଧ୍ୟ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ହସ୍ପିଟାଲରେ ପହଞ୍ଚିଥିଲେ ।