Raja Queen: ଏପ୍ରିଲ ୧୯ ତାରିଖରୁ ଆରମ୍ଭ ହେବାକୁ ଯାଉଛି 'ରଜ କୁଇନ୍ ୨୦୨୫', ଜାଣନ୍ତୁ ସମୟ ଓ ବାର....

Raja Queen: ଚଳିତ ବର୍ଷ ଜଜ୍ ଭାବରେ ନଜର ଆସିବେ ଆମ ସମସ୍ତଙ୍କ ପ୍ରିୟ ଲିପି ମହାପାତ୍ର , ଶ୍ରୀତମ ଦାସ ଓ ଦେବାଶିଷ ପାତ୍ର ଓ ମେଣ୍ଟର ଭାବରେ ଓଲିଉଡ଼ ଇଣ୍ଡଷ୍ଟ୍ରିର ପ୍ରତିଷ୍ଠିତ ହିରୋଇନ ଦିବ୍ୟା, ସୁର୍ଯ୍ୟମୟୀ, ଅନୀଷା ଓ ଅନୁଭା ନଜର ଆସିବେ । ୧୫ରୁ ୨୫ ବର୍ଷ ମଧ୍ୟର ଆଶାୟୀ ପ୍ରାର୍ଥୀ ଅଡିସନ୍ ଦେଇ ଅଭିନେତ୍ରୀ ହେବାର ଦେଖିଥିବା ସ୍ବପ୍ନକୁ ପୁରା କରିପାରିବେ l ତେବେ ଡେରି କାହିଁକି ପ୍ରସ୍ତୁତ ହେଇଯାନ୍ତୁ ଖୁବ ଶୀଘ୍ର ଆସୁଛି ଆପଣଙ୍କ ପାଖକୁ ୧୩ତମ 'ରଜ କୁଇନ୍'।

Raja Queen: ଏପ୍ରିଲ ୧୯ ତାରିଖରୁ ଆରମ୍ଭ ହେବାକୁ ଯାଉଛି 'ରଜ କୁଇନ୍ ୨୦୨୫', ଜାଣନ୍ତୁ ସମୟ ଓ ବାର....

About the Author