ବିଶ୍ୱ ମହିଳା ଦିବସରେ ଅନୁପମ ପଟ୍ଟନାୟକଙ୍କ ନୂଆ ଚଳଚ୍ଚିତ୍ର "ତ୍ରିକନ୍ୟା"

Ollywood News: ବିଶ୍ୱ ମହିଳା ଦିବସ ଉପଲକ୍ଷେ ତ୍ରିକନ୍ୟା ମୁକ୍ତିଲାଭ କରିବା ପାଇଁ ସ୍ଥିର ହୋଇଥିବା ବେଳେ ଆଜି ଭୁବନେଶ୍ୱର ଶୀତଲ ହୋଟେଲରେ ତ୍ରିକନ୍ୟାର ଟ୍ରେଲର ରିଲିଜ୍ ହୋଇଯାଇଛି ।

ବିଶ୍ୱ ମହିଳା ଦିବସରେ ଅନୁପମ ପଟ୍ଟନାୟକଙ୍କ ନୂଆ ଚଳଚ୍ଚିତ୍ର "ତ୍ରିକନ୍ୟା"

About the Author