ଆଇଏଏସ୍‌ ଅଧିକାରୀ ଯାମିନୀ ଷଢଙ୍ଗୀଙ୍କୁ ଓଏସଇପିଏର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ
Advertisement
Article Detail0/zeeodisha/odisha2303381

ଆଇଏଏସ୍‌ ଅଧିକାରୀ ଯାମିନୀ ଷଢଙ୍ଗୀଙ୍କୁ ଓଏସଇପିଏର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ

Odisha: ଶ୍ରୀ ଷଡ଼ଙ୍ଗୀଙ୍କୁ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓଏସଇପିଏ) ର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି

ଆଇଏଏସ୍‌ ଅଧିକାରୀ ଯାମିନୀ ଷଢଙ୍ଗୀଙ୍କୁ ଓଏସଇପିଏର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ

ଭୁବନେଶ୍ବର: ଆଜି ବରିଷ୍ଠ ଆଇଏଏସ୍‌ ଅଧିକାରୀ ଯାମିନୀ ଷଡ଼ଙ୍ଗୀଙ୍କୁ ଦିଆଗଲା ବଡ଼ ଦାୟିତ୍ୱ। ଶ୍ରୀ ଷଡ଼ଙ୍ଗୀଙ୍କୁ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓଏସଇପିଏ) ର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ଏନେଇ ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି।