ଦୋକାନରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ
Advertisement

ଦୋକାନରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି ।

  ଦୋକାନରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ମୋହନା: ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ  ରାଣିଖମା  ଗାଁର ଜଣେ ବ୍ୟବସାୟୀଙ୍କ ତେଜରାତି ଦୋକାନକୁ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ । ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି ।
ଲକ୍ଷାଧିକ ଟଙ୍କାର ସାମଗ୍ରୀ ଅଗ୍ନିକାଣ୍ଡରେ ପୋଡ଼ି ନଷ୍ଟ ହୋଇଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବିଳମ୍ବିତ ରାତିରେ କେହି ଦୁର୍ବୁତ ନିଆଁ ଲଗାଇଦେଇଥିବା ଦୋକାନୀ ମାଲିକ ରମେଶ ସାହୁ  ଅଭିଯୋଗ କରିଛନ୍ତି । ଘଟଣାସ୍ଥଳରେ ମୋହନା ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ପୋଲିସ ଘଟଣା ର ତଦନ୍ତ କରୁଛି ।