୧୫ଟି ଜିଲ୍ଲାରେ ୭୩ଟି ଆମ ହସ୍ପିଟାଲ, ପାଞ୍ଚଟି ଉପଖଣ୍ଡ ଡାଏଲେସିସ୍‌ ସେଣ୍ଟର ଉଦ୍‌ଘାଟିତ

ରାଜ୍ୟର ସ୍ୱାସ୍ଥ୍ୟ ସେବା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲୋକଙ୍କୁ ଭଲ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ପାଇଁ ଗତ ୧ ବର୍ଷ ମଧ୍ୟରେ ୪,୦୦୦ ଡାକ୍ତର ଓ ୩,୭୦୦ ରୁ ଅଧିକ ନର୍ସଙ୍କୁ ନିଯୁକ୍ତି ଦିଆଯାଇଛି। ଧନୀ, ଗରୀବ ସମସ୍ତଙ୍କ ପାଇଁ ସରକାରୀ ଡାକ୍ତରଖାନାରେ ମାଗଣାରେ ଚିକିତ୍ସା ସୁବିଧା କରାଯାଇଛି।

୧୫ଟି ଜିଲ୍ଲାରେ ୭୩ଟି ଆମ ହସ୍ପିଟାଲ, ପାଞ୍ଚଟି ଉପଖଣ୍ଡ ଡାଏଲେସିସ୍‌ ସେଣ୍ଟର ଉଦ୍‌ଘାଟିତ
Image Credit: Aama Hospital

About the Author