୩୬୮ ହିନ୍ଦି, ୨୦୮ ସଂସ୍କୃତ ଶିକ୍ଷକଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହାଇସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ଜରିଆରେ ୪୬୦୫ଟି ନୂଆ କ୍ଲାସରୁମ୍‌, ୧୬,୯୨୦ଟି ସ୍ମାର୍ଟ କ୍ଲାସରୁମ, ୭୮୬୩ଟି ଆଧୁନିକ ଲାବୋରେଟୋରୀ, ୭୯୨୦ଟି ଇ-ଲାଇବ୍ରେରୀ ସୃଷ୍ଟି କରାଯାଇଛି ।

୩୬୮ ହିନ୍ଦି, ୨୦୮ ସଂସ୍କୃତ ଶିକ୍ଷକଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
Image Credit: Odisha Teacher Recruitment 2024

About the Author