ଆମ ଅଧିକାର ଆମକୁ ମିଳୁ: ଯାଦବ ମହାସଂଘ

ରାଜ୍ୟର ସମସ୍ତ ରାଜନୈତିକଦଳମାନେ ଯାଦବ ଜନସଂଖ୍ୟା ଯେଉଁ ନର୍ବାଚନମଣ୍ଡଳୀରେ ଅଧିକ ଅଛନ୍ତି ସେ ସବୁ ଅଞ୍ଚଳରେ ଯାଦବ ପ୍ରାର୍ଥୀ ରାଜ୍ୟ ଶାସନରେ ଅଂଶୀଦାର କରିବାକୁ ସମ୍ମିଳନୀରେ ଦାବି କରାଯାଇଛ। ଏହି ସମ୍ମିଳନୀରେ ସାମ୍ବାଦିକ ରବି ଦାସ ଉଦ୍‍ଘାଟକ ଭାବରେ ଯୋଗ ଦେଇଥିବାବେଳେ, ମହାସଂଘର କାର୍ଯ୍ୟକାରୀ ସଭାପତି ଶିଶିରକାନ୍ତ ବେହେରା, ସଂଗଠନ ସମ୍ପାଦକ ରାମଚନ୍ଦ୍ର ବେହେରା, ଦିଲ୍ଲିପ ବେହେରା, ନିଶିଥ ବାରିକ, ରାଜେଶ ମହାଖୁଡ଼ ପ୍ରମୁଖ ଯୋଗ ଦେଇଥିଲେ।

ଆମ ଅଧିକାର ଆମକୁ ମିଳୁ: ଯାଦବ ମହାସଂଘ
Image Credit: Odisha News

About the Author