Monday Remedies: ଜ୍ୟୋତିଷ ଶାସ୍ତ୍ରରେ, ସୋମବାରକୁ ଅତ୍ୟନ୍ତ ପବିତ୍ର ବୋଲି ବିବେଚନା କରାଯାଇଛି । ଏହି ଦିନ ଭଗବାନ ଶିବଙ୍କୁ ସମର୍ପିତ । ବିଶ୍ବାସ ରହିଛି, ସୋମବାର ଦିନ ନିଷ୍ଠାର ସହ ମହାଦେବଙ୍କୁ ପୂଜା କଲେ ସମସ୍ତ ମନୋକାମନା ପୂରଣ ହେବା ସହ ଜୀବନରେ ଲାଗି ରହିଥିବା ସମସ୍ୟା ଦୂର ହୋଇଥାଏ ।
Trending Photos
)

ଏହି ଦିନ ଭଗବାନ ଶିବଙ୍କୁ ନିଷ୍ଠାର ସହ ପୂଜା କଲେ ସମସ୍ତ ଦୁଃଖ କଷ୍ଟ ଦୂର ହେବା ସହ ଜାତକରେ ଚନ୍ଦ୍ରଙ୍କ ସ୍ଥିତି ମଜଭୁତ ହୋଇଥାଏ । ଶାସ୍ତ୍ର ଅନୁଯାୟୀ, ସମସ୍ତ ଦେବତାମାନଙ୍କ ମଧ୍ୟରେ ଭଗବାନ ଶିବ ଶୀଘ୍ର ପ୍ରସନ୍ନ ହୋଇଥାଆନ୍ତି, ଏହି କାରଣରୁ ତାଙ୍କୁ ଭୋଳାନାଥ ବୋଲି କୁହାଯାଇଥାଏ। ସୋମବାର ଭୋଳା ଶଙ୍କରଙ୍କୁ ପୂଜା କରିବା ସହ କିଛି ବିଶେଷ ଉପାୟ କରିବା ଦ୍ବାରା ତାଙ୍କ ଆଶୀର୍ବାଦ ପ୍ରାପ୍ତ ହୋଇଥାଏ । ସେହିପରି ଏପରି କିଛି କାମ ରହିଛି ଯାହା ସୋମବାର ଦିନ କରିବା ଆଦୌ ଉଚିତ୍ ନୁହେଁ । ତେବେ ଆସନ୍ତୁ ଜାଣିବା ସେହି ବିଷୟରେ...
(Disclamer: ଉପରେ ଦିଆଯାଇଥିବା ସୂଚନା ZEE ODISHA NEWSର ନିଜସ୍ୱ ମତ ନୁହେଁ। ଜ୍ୟୋତିଷ ଶାସ୍ତ୍ର, ପଞ୍ଚାଙ୍ଗ, ପୁରାଣ ତଥ୍ୟରୁ ମିଳିଥିବା ସୂଚନା ଅନୁଯାୟୀ ଏହି ତଥ୍ୟ ପ୍ରଦାନ କରାଯାଇଛି। ଏଥିପାଇଁ ZEE ODISHA NEWS ଦାୟୀ ରହିବ ନାହିଁ। )