Saturday Remedies: ଜ୍ୟୋତିଷ ଶାସ୍ତ୍ରରେ, ନବ ଗ୍ରହ ମଧ୍ୟରେ ଶନି ଦେବଙ୍କୁ ସବୁଠାରୁ ଉଗ୍ର ଗ୍ରହ ବୋଲି ବିବେଚନା କରାଯାଏ। ଏନେଇ ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ ପ୍ରସନ୍ନ କରିବା ନେଇ କିଛି ବିଶେଷ ଉପାୟ ବିଷୟରେ ଉଲ୍ଲେଖ କରାଯାଇଛି। ଏହି ଉପାୟ କରିବା ଦ୍ବାରା ଶନି ଦେବଙ୍କ କୃପା ମିଳିବା ସହ ଶନି ଦଶାରୁ ମୁକ୍ତି ମିଳିଥାଏ ।
Trending Photos
Saturday Remedies: ଶନିବାର ନ୍ୟାୟର ଦେବତା ଶନି ଦେବଙ୍କୁ ସମର୍ପିତ । କୁହାଯାଏ, ଶନି ଦେବ ପ୍ରତ୍ୟେକ ମଣିଷକୁ ତା କର୍ମ ଅନୁଯାୟୀ ଫଳ ଦେଇଥାଆନ୍ତି । ଶନି ଦେବ ସନ୍ତୁଷ୍ଟ ହେଲେ ମଣିଷର ଭାଗ୍ୟଦୋୟ ହେବାକୁ ବେଶି ସମୟ ଲାଗେ ନଥାଏ । ସେହିପରି ଯଦି ଶନି ଦେବ ରୋଷ କଲେ ବା ଅସନ୍ତୁଷ୍ଟ ହେଲେ ବ୍ୟକ୍ତି କୌଣସି କାର୍ଯ୍ୟରେ ସଫଳ ହୋଇପାରେ ନାହିଁ। ବ୍ୟକ୍ତିକୁ ଜୀବନରେ ଅନେକ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥାଏ । ଜ୍ୟୋତିଷ ଶାସ୍ତ୍ରରେ, ନବ ଗ୍ରହ ମଧ୍ୟରେ ଶନି ଦେବଙ୍କୁ ସବୁଠାରୁ ଉଗ୍ର ଗ୍ରହ ବୋଲି ବିବେଚନା କରାଯାଏ। ଏନେଇ ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ ପ୍ରସନ୍ନ କରିବା ନେଇ କିଛି ବିଶେଷ ଉପାୟ ବିଷୟରେ ଉଲ୍ଲେଖ କରାଯାଇଛି। ଏହି ଉପାୟ କରିବା ଦ୍ବାରା ଶନି ଦେବଙ୍କ କୃପା ମିଳିବା ସହ ଶନି ଦଶାରୁ ମୁକ୍ତି ମିଳିଥାଏ ।
(Disclaimer: ଏଠାରେ ଦିଆଯାଇଥିବା ସୂଚନା ଜ୍ୟୋତିଷ ଶାସ୍ତ୍ର ଓ ସାଧାରଣ ଅନୁମାନ ଉପରେ ଆଧାରିତ। କେବଳ ସୂଚନା ପାଇଁ ଦିଆଯାଇଛି। ZEE ODISHA NEWS ଏହା ନିଶ୍ଚିତ କରେ ନାହିଁ। କୌଣସି ଉପାୟ କରିବା ପୂର୍ବରୁ ସମ୍ପୃକ୍ତ ବିଷୟର ବିଶେଷଜ୍ଞଙ୍କ ସହିତ ପରାମର୍ଶ କରି ନିଶ୍ଚିତ ହୁଅନ୍ତୁ।)