• ଆଜି ରୁକୁଣା ରଥଯାତ୍ରା
  • ବିନା ଭକ୍ତରେ ହେବ ରଥ ଟଣା
  • ଓଡ଼ିଶାରେ ଲାଗୁ ହେଲା ସପ୍ତାହାନ୍ତ ସଟଡ଼ାଉନ୍
  • ସବୁ ସହରାଂଚଳରେ ଶନିବାର , ରବିବାର ସଟଡ଼ାଉନ୍
  • ଦିଲ୍ଲୀରେ ସମ୍ପୂର୍ଣ୍ଣ ଲକଡାଉନ ପରେ ପ୍ରବାସୀଙ୍କ ଘର ବାହୁଡା
  • ଟ୍ରେନ ଓ ବସ୍ ଷ୍ଟାଣ୍ଡରେ ହଜାର ହଜାର ଲୋକଙ୍କ ଭିଡ
  • IPL 2021: ୪୫ ରନରେ ସାମସନ ବାହିନୀକୁ ମାତ୍ ଦେଲା ଧୋନୀବାହିନୀ
  • ରାଜସ୍ଥାନରେ ୧୫ ଦିନିଆ ଲକଡାଉନ ଘୋଷଣା
  • ନିର୍ବାଚନୀ ରାଲିକୁ ନା ପରେ ଟ୍ୱିଟରରେ ଟ୍ରେଣ୍ଡ କଲା ନବୀନଙ୍କ ନିଷ୍ପତ୍ତି
  • ମେ ୧ରୁ ୧୮ ବର୍ଷରୁ ଅଧିକ ସମସ୍ତଙ୍କୁ ମିଳିବ କରୋନା ଟିକା

ପ୍ରତିଦିନ ସକାଳେ ଉଠି ଗରମ ପାଣି ପିଇଲେ ମିଳିଥାଏ ଜବରଦସ୍ତ ଲାଭ

ଗୋଲମରିଚରେ ପିପରାଇନ୍ ଥାଏ । ଏଥିରେ ଆଣ୍ଟି-ଡିପ୍ରେସାଣ୍ଟ ଗୁଣ ରହିଥାଏ । ଯେଉଁ କାରଣରୁ ଗୋଲମରିଚ ଲୋକଙ୍କୁ ଟେନସନ ଏବଂ ଡିପ୍ରେସନରୁ ମୁକ୍ତି ଦେଇଥାଏ । ଗ୍ରୀଷ୍ମ ଋତୁରେ ଗୋଲମରିଚ ଖାଇବା କମ୍ କରିବା ଉଚିତ ।

ପ୍ରତିଦିନ ସକାଳେ ଉଠି ଗରମ ପାଣି ପିଇଲେ ମିଳିଥାଏ ଜବରଦସ୍ତ ଲାଭ

ଗରମ ପାଣି ସ୍ୱାସ୍ଥ୍ୟ ବଜାୟ ରଖିବା ପାଇଁ ଲାଭଦାୟକ ହୋଇଥାଏ । ଉଷୁମ ପାଣି ସହିତ ଗୋଲମରିଚ ଖାଇବା ଦ୍ୱାରା କାଶ ଏବଂ ଥଣ୍ଡା ସମସ୍ୟା ଦୂର ହୁଏ । ଏକାସାଙ୍ଗରେ ମହୁ ସହିତ ଗୋଲମରିଚ ଗୁଣ୍ଡ ଚାଟିଲେ ଗଳା ଯନ୍ତ୍ରଣା ଦୂର ହୁଏ । ଗୋଲମରିଚ ବ୍ୟବହାର ଶରୀରକୁ ଫିଟ୍ ରଖେ କିନ୍ତୁ କାଶ ଏବଂ ଥଣ୍ଡା ଭଳି ରୋଗରୁ ମଧ୍ୟ ଦୂରେଇ ରଖିଥାଏ ।

ଅଧିକ ପଢ଼ନ୍ତୁ:-ଏହି କୋରୋନା ଭ୍ୟାକ୍ସିନ ଶେଷ କରିଦେବ ମହାମାରୀ!

ଗରମ ପାଣି ସହିତ ଗୋଲମରିଚ ନିଅନ୍ତୁ:-

ଗୋଲମରିଚରେ ପିପରାଇନ୍ ଥାଏ । ଏଥିରେ ଆଣ୍ଟି-ଡିପ୍ରେସାଣ୍ଟ ଗୁଣ ରହିଥାଏ । ଯେଉଁ କାରଣରୁ ଗୋଲମରିଚ ଲୋକଙ୍କୁ ଟେନସନ ଏବଂ ଡିପ୍ରେସନରୁ ମୁକ୍ତି ଦେଇଥାଏ । ଗ୍ରୀଷ୍ମ ଋତୁରେ ଗୋଲମରିଚ ଖାଇବା କମ୍ କରିବା ଉଚିତ ।

ଗୋଲମରିଚ ଶରୀରରେ ଚର୍ବି ଜମିବାକୁ ପ୍ରତିରୋଧ କରିଥାଏ । ଏହା ସହିତ ଏହା ଆପଣଙ୍କ ମେଟାବୋଲିଜିମରେ ଉନ୍ନତି କରି କ୍ୟାଲୋରୀ ଦମନରେ ସାହାଯ୍ୟ କରିଥାଏ ।

ଅଧିକ ପଢ଼ନ୍ତୁ:-ପୁଣି କୋରୋନା ଭୂତାଣୁକୁ ନେଇ ବହୁତ ବଡ଼ ଖରାପ ଖବର ଦେଲା WHO

ଯଦି ଆପଣ ଅଧା ଚାମଚ ଗୋଲମରିଚ ପାଉଡର ଏବଂ ଗୋଟିଏ ଚାମଚ ମିଶ୍ରି ମିଶାଇ ଏକ କପ୍ ଉଷୁମ କ୍ଷୀର ସହିତ ୩ ଥର ନେଉଛନ୍ତି । ତେବେ ଏହା ଥଣ୍ଡା ଓ ସର୍ଦ୍ଦି ପାଇଁ ଲାଭଦାୟକ ହୋଇଥାଏ ।

ଗୋଲମରିଚ ପାଣିରେ ପୁଟାଇ ପିଇଲେ ଏହା ଥଣ୍ଡା ଭଲ କରିଥାଏ । ଏହାସହ ମସ୍ତିଷ୍କ ହାଲୁକା ହୋଇଥାଏ ।