ସୁନା ମୂଲ୍ୟରେ ହ୍ରାସ, ଜାଣି ନିଅନ୍ତୁ କ'ଣ ରହିଛି ରୁପା ରେଟ୍

ଗୁରୁବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ବୁଧବାର ଦେଶରେ ରୁପା ମୂଲ୍ୟରେ ୭୦୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ଗୁରୁବାର ରୁପା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୭୦୦ ଟଙ୍କାରେ ପହଞ୍ଚିଛି ।

ସୁନା ମୂଲ୍ୟରେ ହ୍ରାସ, ଜାଣି ନିଅନ୍ତୁ କ'ଣ ରହିଛି ରୁପା ରେଟ୍

About the Author