Gold Rate Today: ବାହାଘର ସିଜିନରେ ଚିନ୍ତା ବଢ଼ାଇଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି...
Advertisement
Article Detail0/zeeodisha/odisha1983743

Gold Rate Today: ବାହାଘର ସିଜିନରେ ଚିନ୍ତା ବଢ଼ାଇଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି...

Gold Rate Today: ଆରମ୍ଭ ହୋଇଯାଇଛି ବିବାହ ଋତୁ।ଏହାରି ମଧ୍ୟରେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି ସୁନା ଦର। ସୁନା ଦର ଏବେ ଦେଶରେ କ୍ରମାଗତ ଭାବରେ ବୃଦ୍ଧିପାଉଥିବା ଦେଖିବାକୁ ମିଳିଛି। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର।

Gold Rate Today: ବାହାଘର ସିଜିନରେ ଚିନ୍ତା ବଢ଼ାଇଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି...

Gold Rate Today: ଆରମ୍ଭ ହୋଇଯାଇଛି ବିବାହ ଋତୁ।ଏହାରି ମଧ୍ୟରେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି ସୁନା ଦର। ସୁନା ଦର ଏବେ ଦେଶରେ କ୍ରମାଗତ ଭାବରେ ବୃଦ୍ଧିପାଉଥିବା ଦେଖିବାକୁ ମିଳିଛି। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୮,୧୦୦ ଟଙ୍କା ରହିଛି ଯାହାକି ଗତ କାଲି ଅପେକ୍ଷା ୭୫୦ ଟଙ୍କା ବୃଦ୍ଧି ପାଇଛି। ସେହିପରି ୧୦ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୬୩,୩୮୦ ଯାହା କି ଗତ କାଲି ଥିଲା ୬୨, ୫୬୦।

ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ୫୮,୧୦୦ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୩୮୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୭,୫୪୦ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୫୮,୧୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୩୮୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୭,୫୪୦ ଟଙ୍କା ରହିଥିବା ଦେଖିବାକୁ ମିଳିଛି।

ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୫୮,୭୦୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୪,୦୪୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୮,୦୩୦ ଟଙ୍କା ରହିଛି । ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୫୮,୨୫୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୫୩୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୬୬୦ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୫୮,୧୦୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୩୮୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୫୪୦ ଟଙ୍କା ରହିଛି ।

Also Read: Gold Rate: ବାହାଘର ସିଜିନରେ ମହଙ୍ଗା ହେଲା ସୁନା, ଜାଣନ୍ତୁ ଆଜିର ରେଟ୍