Gold Rate Today: ଆଗକୁ ଆସୁଛି ଦୀପାବଳି। ଦୀପାବଳି ପୂର୍ବରୁ ଶସ୍ତା ହେଲା ସୁନା-ରୂପା ଦର। ଆଉ କିଛି ଦିନ ପରେ ଆରମ୍ଭ ହେବ ବିବାହ ସିଜିନ୍ (Wedding Season)। ଯଦି ଆପଣ ଆଜି ସୁନା କିଣିବାକୁ ଯାଉଛନ୍ତି । ତେବେ,  ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର (Gold Rate in India)। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି 57,700 ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି 60,590 ଟଙ୍କା।


COMMERCIAL BREAK
SCROLL TO CONTINUE READING

ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ୫୬,୭୦୦ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୧,୮୫୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୬,୪୦୦ ଟଙ୍କା। ସେହିପରି ମାୟାନଗରୀ ମୁମ୍ବାଇରେ ସୁନା ଭରି ୨୨ କ୍ୟାରେଟର ଦାମ୍ ୫୬,୭୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୧,୮୫୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୬,୪୦୦ ଟଙ୍କା।


ସେହିପରି ଚେନ୍ନାଇରେ(Chennai) ୨୨ କ୍ୟାରେଟର ଦାମ୍ ୫୭,୧୫୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୨,୩୫୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୬,୭୬୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୫୬,୮୫୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୧,୮୫୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୬,୪୦୦ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୫୬,୭୦୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୧,୮୫୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୬,୪୦୦ ଟଙ୍କା ରହିଛି ।


Also Read: Gold Rate: ସୁନା ଦରରେ ବିରାଟ ପରିବର୍ତ୍ତନ, ଜାଣନ୍ତୁ ଭୁବନେଶ୍ବର-କଟକରେ ଆଜି କେତେ ରହିଛି ରେଟ୍ ?