ମେଷ- ଶାରୀରିକ ସୁସ୍ଥତା ବୋଧ ହେବ । ପ୍ରତ୍ୟେକଟି କାର୍ଯ୍ୟକୁ ସଫଳ ରୂପାୟନ ଦେବେ । ଗୃହକୁ ବନ୍ଧୁ ଆଗମନ ହୋଇପାରେ । ନୂତନ ବସ୍ତ୍ରାଦି କ୍ରୟ କରିବେ । ବ୍ୟୟ ଭରା ବୃଦ୍ଧି ପାଇବ ।


COMMERCIAL BREAK
SCROLL TO CONTINUE READING

ବୃଷ- ଦିନଟି ଆପଣଙ୍କ ସପକ୍ଷରେ । ମାନସିକ ଓ ଶାରୀରିକ ସୁସ୍ଥତା ମିଳିବ । ଶତ୍ରୁ ପରାଜିତ ହେବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ପାରିବାରିକ ସୁଖଶାନ୍ତି ଭୋଗ କରିବେ ।


ମିଥୁନ- ଦେହ ଓ ମନ ଭଲ ରହିବ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ଦାନ ଧର୍ମ ପ୍ରତି ମନ ବଳିବ । କର୍ମ କ୍ଷେତ୍ର ସହଜ ସରଳ ହେବ । ବ୍ୟବସାୟୀକ ଦୃଷ୍ଟିକୋଣରୁ ଦିନଟି ଅନୁକୂଳ ।


କର୍କଟ- ଦେହ ଓ ମନ ଭଲ ରହିବ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ବିବାହ ଭୋଜିରେ ଯୋଗଦେବେ । ଆୟ ଉତ୍ତମ ହେବ । କର୍ମ କ୍ଷେତ୍ରରେ ଉଚ୍ଚ ପ୍ରଶଂସା ଲାଭ କରିବେ ।


ସିଂହ- କର୍ତ୍ତବ୍ୟ ପରାୟଣ ହେବେ । ଉଚ୍ଚ ଆଶା ଫଳବତୀ ହେବ । ଶୁଭ କାର୍ଯ୍ୟରେ ଯୋଗ ଦେବେ । ପାରିବାରିକ ସୁଖଶାନ୍ତି ବିରାଜମାନ ହେବେ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ ।


କନ୍ୟା- କାର୍ଯ୍ୟରେ ବାଧା ଉପୁଜିବ । ମାନସିକ ଅବସାଦ ଦେଖାଦେବ । ଆୟ ବ୍ୟୟ ପ୍ରାୟ ସମାନ ରହିବ । କର୍ମ କ୍ଷେତ୍ରରେ ପ୍ରତିଯୋଗିତାପୂର୍ଣ୍ଣ ବାତାବରଣ ମିଳିବ ।


ତୁଳା- ମାନସିକ ଭାରକ୍ରାନ୍ତ ହେବେ । କାର୍ଯ୍ୟ ସଂପାଦନରେ ବିଳମ୍ବ ହେବ । ଆୟ ଓ ବ୍ୟୟ ସମାନ ରହିବ । କୌଣସି ଦ୍ରବ୍ୟ ନଷ୍ଟ କିମ୍ବା ଚୋରି ହୋଇପାରେ । ପାରିବାରିକ ବୁଝାମଣାରେ ଅଭାବ ପରିଲକ୍ଷିତ ହେବ ।


ବିଛା- ଶରୀର ଆରୋଗ୍ୟ ରହିବ । ଆୟ ଉତ୍ତମ ହେବ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ମିଳିବ । ଶୁଭ କାର୍ଯ୍ୟରେ ଯୋଗ ଦେବେ । ବନ୍ଧୁବାନ୍ଧବଙ୍କ ଆଗମନ ହୋଇପାରେ ।


ଧନୁ- ଦେହ ଓ ମନ ଭଲ ରହିବ । ପରିଶ୍ରମୀ ହେବେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ପାଇବେ । ଆୟ ଅବ୍ୟାହତ ରହିବ । ପାରିବାରିକ ବୁଝାମଣାରେ ଅଭାବ ପରିଲକ୍ଷିତ ହେବ ।


ମକର- କର୍ମ ଚଞ୍ଚଳ ରହିବେ । ପ୍ରତ୍ୟେକ କାର୍ଯ୍ୟରେ ତତ୍ପରତା ଦେଖାଇବେ । କର୍ମ କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । ଅକସ୍ମାତ୍ ଧନ ପ୍ରାପ୍ତିର ଯୋଗ ରହିଛି ।


କୁମ୍ଭ- ଶାରୀରିକ ଅସୁସ୍ଥତା ଦେଖାଦେବ । କ୍ରୋଧକୁ ନିୟନ୍ତ୍ରଣରେ ନ ରଖିଲେ ଅସୁବିଧାରେ ପଡିବେ । ମନ ଭାରାକ୍ରାନ୍ତ ରହିବ । ପାରିବାରିକ ସୁଖଶାନ୍ତି ବାଧାପ୍ରାପ୍ତ ହେବ ।