• हिन्दी
  • English
  • मराठी
  • বাংলা
  • தமிழ்
  • മലയാളം
  • ગુજરાતી
  • తెలుగు
  • ಕನ್ನಡ
  • ଓଡ଼ିଶା
  • सलाम
  • PHH
  • THS
  • Business
  • Techlusive
  • WION
  • facebookyoutubetwitterwhatsapp
Zee Odisha News
  • News
  • Video
  • Photos
  • Live Blog
Add Zee Business As A Preferred Source
App
  • LIVE टीवी
  • ହୋମ୍
  • ରାଜନୀତି
  • ରଥଯାତ୍ରା
  • ଭିଡ଼ିଓ
  • ଫଟୋ ଗ୍ୟାଲେରୀ
  • ରାଜ୍ୟ ଖବର
  • କ୍ରୀଡ଼ା
  • ଟ୍ରେଣ୍ଡିଙ୍ଗ୍
  • ମନୋରଞ୍ଜନ
  • ଜୀବନଚର୍ଯ୍ୟା
  • ଦେଶ-ବିଦେଶ
  • ଶିକ୍ଷା ଓ ନିଯୁକ୍ତି
  • ଓଡ଼ିଶା ନ୍ୟୁଜ
  • /Odisha LifeStyle and Others
  • /ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ସୋମବାର

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ସୋମବାର

ଜାଣନ୍ତୁ ଆପଣଙ୍କ ରାଶିଫଳ ବିଷୟରେ...

Edited By:Zee Odisha Desk
Published: Jul 19, 2020, 06:05 PM IST|Updated: Jul 19, 2020, 06:42 PM IST
joinshare
ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ସୋମବାର

About the Author

    Zee Odisha Desk

    Zee Odisha Desk

    Trending

    • News
    • Photos
    • Videos
    Monsoon Session: ମୌସୁମୀ ଅଧିବେଶନରେ ଆସିବ ୫ ବିଲ୍

    Monsoon Session: ମୌସୁମୀ ଅଧିବେଶନରେ ଆସିବ ୫ ବିଲ୍

    Odia News2 hrs ago
    2

    କିମ୍ବଦନ୍ତୀ କ୍ରିକେଟର ଗ୍ୟାରୀ ସୋବର୍ସଙ୍କ ପରଲୋକ

    cricket news3 hrs ago
    3

    Top 10 News: ଶରଧାବାଲିରେ ତିନି ରଥ, ବର୍ଷା ନେଇ ଆଲର୍ଟ ଜାରି ଓ ଅନ୍ୟ ଖବର

    top 10 news today3 hrs ago
    4

    ସୁପ୍ରିମକୋର୍ଟଙ୍କ ସବୁଜ ସଙ୍କେତ: ରଥଯାତ୍ରା ପରେ ରିଲିଜ ହେବ ଆନିମେସନ୍ ଫିଲ୍ମ ମହାପ୍ରଭୁ ଜଗନ୍ନାଥ

    Animation film3 hrs ago
    5

    ବହି ତ୍ରୁଟି ମାମଲା: ପ୍ରିଣ୍ଟିଂ ଓ ଟେଣ୍ଡର ଫାଇଲ୍ ସିଜ୍ କଲା କ୍ରାଇମବ୍ରାଞ୍ଚ

    Odia News2:35 PM IST

    ମେଷ- ଦେହ ଓ ମନ ଭଲ ରହିବ । କର୍ମ ଚଞ୍ଚଳ ରହିବେ । କର୍ମ କ୍ଷେତ୍ରରେ ଅଧିନସ୍ଥ କର୍ମଚାରୀଙ୍କ ସହଯୋଗ ପାଇବେ । ଅକସ୍ମାତ ଧନପ୍ରାପ୍ତିର ଯୋଗ ରହୁଛି । ବ୍ୟବସାୟରେ ସଫଳତା ପାଇବେ ।

    ବୃଷ- ସୁସମ୍ବାଦ ପ୍ରାପ୍ତ ହେବ । ଶରୀର ଆରୋଗ୍ୟ ରହିବ । ସନ୍ତାନ ସନ୍ତତିଙ୍କ କୃତିତ୍ୱରେ ଆତ୍ମ ସନ୍ତୋଷ ଲାଭ କରିବେ । କର୍ମ କ୍ଷେତ୍ର ଉଜ୍ଜଳମୟ ହେବ । ବ୍ୟବସାୟର ଅଭିବୃଦ୍ଧି ହେବ ।

    ମିଥୁନ- ସାମୟିକ ଶରୀର ପୀଡା ଭୋଗିବେ । କୌଣସି ବାଦ ବିବାଦରେ ଜଡିତ ହେବେ । ଧାର କରଜ ଆଦି କରିପାରନ୍ତି । ବ୍ୟବସାୟ ସ୍ୱଳ୍ପ ଲାଭ ଯୁକ୍ତ ହେବ । ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବ ।

    କର୍କଟ- ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । କଥାବାର୍ତ୍ତାରେ ସଂଯମତା ରକ୍ଷା କରନ୍ତୁ । କଳହଠାରୁ ନିଜକୁ ଦୂରେଇ ରଖନ୍ତୁ । ବ୍ୟବସାୟ ମାନ୍ଦା ହେବ । ପାରିବାରିକ ଜୀବନରେ ଭୁଲ ବୁଝାମଣାର ଶିକାର ହେବେ ।

    ସିଂହ- ମାନସିକ ଶାନ୍ତି ବଜାୟ ରହିବ । ସମସ୍ତ କାର୍ଯ୍ୟ ସଫଳତାର ସହ ନିର୍ବାହ କରିବେ । ଦାନ ଧର୍ମ ପ୍ରତି ମନ ବଳିବ । ଆୟ ବୃଦ୍ଧି ପାଇବ । ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ହେବ ।

    କନ୍ୟା- ଘାତ ଚନ୍ଦ୍ର ଭୋଗ ହେତୁ ଦିନଟିରେ ସତର୍କ ରୁହନ୍ତୁ । କର୍ମ କ୍ଷେତ୍ରରେ କର୍ମ ଚାପ ବୃଦ୍ଧି ପାଇବ । ଅନ୍ୟକୁ ସାହାଯ୍ୟ କରି ନିଜେ ଅସୁବିଧାରେ ପଡିବେ । ବ୍ୟବସାୟରେ ମଧ୍ୟମ ସଫଳତା ପାଇବେ । ଦୂର ଯାତ୍ରା କରନ୍ତୁ ନାହିଁ ।

    ତୁଳା- ଶରୀର ସୁସ୍ଥ ରହିବ । ଦୃଢ ମନା ହୋଇ ସମସ୍ତ କାର୍ଯ୍ୟ ନିର୍ବାହ କରିବେ । ଆୟ ଅବ୍ୟାହତ ରହିବ । ବ୍ୟବସାୟିକ ସଫଳତା ପ୍ରାପ୍ତି କରିବେ । ରାଜନୈତିକ ବ୍ୟକ୍ତି ବିଶେଷ ନିଜର ପ୍ରାଧାନ୍ୟ ଜାହିର୍ କରିବେ ।

    ବିଛା- ଶରୀର ସୁସ୍ଥ ରହିବ । କର୍ମ ତତ୍ପର ହେବେ । କର୍ମ କ୍ଷେତ୍ରରେ ସଫଳତା ପାଇବେ । ଆୟ ଅବ୍ୟାହତ ରହିବ । ବ୍ୟବସାୟ ଲାଭପ୍ରଦ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ ।

    ଧନୁ- ମନ ପ୍ରସନ୍ନ ରହିବ । କର୍ତ୍ତବ୍ୟ ନିଷ୍ଠା ହେବେ । ପ୍ରତ୍ୟେକଟି କାର୍ଯ୍ୟ ସୂଚାରୁ ରୁପେ ହେବ । ବନ୍ଧୁ ସହଯୋଗ ପାଇବେ । ବ୍ୟବସାୟରେ ଲାଭପ୍ରଦ ହେବ । ପାରିବାରିକ ଜୀବନ ଶାନ୍ତି ପୂର୍ଣ୍ଣ ରହିବ ।

    ମକର- ଶାରିରୀକ ସୁସ୍ଥତା ଲାଭ କରିବେ । ଦାନ ଧର୍ମ ପ୍ରତି ମନ ବଳିବ । କାର୍ଯ୍ୟାଳୟରେ କାର୍ଯ୍ୟଚାପ ରହିବ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭ ପ୍ରଦ ହେବ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । ଅପରାହ୍ନରେ ଶୁଭଖବର ପ୍ରାପ୍ତ ହେବ ।

    କୁମ୍ଭ- ଦେହ ଓ ମନ ଭଲ ରହିବ । ଆୟ ତୁଳନାରେ ବ୍ୟୟ ଅଧିକ ରହିବ । ଗୃହକୁ ବନ୍ଧୁ ଆଗମନ ହୋଇପାରେ । ବ୍ୟବସାୟରେ ସଫଳତା ପ୍ରାପ୍ତି କରିବେ । ସନ୍ତାନଙ୍କ ପାଇଁ ଚିନ୍ତାରେ ରହିବେ ।

    ମୀନ- ଶାରିରୀକ ସୁସ୍ଥତା ଲାଭ କରିବେ । କର୍ମକ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । ମହିଳା ମାନଙ୍କର ସେବା ଓ ପୂଜାରେ ଦିନଟି କଟିବ । ଆୟ ଅଭିବୃଦ୍ଧି ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

    Add Zee News as a Preferred Source
    TAGS:
    Horoscope
    zodiac signs
    Rashifal
    Astrology