ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ମଙ୍ଗଳବାର
Advertisement

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ମଙ୍ଗଳବାର

ମେଷ- ଦେହ ଓ ମନ ଭଲ ରହିବ । ଉଚ୍ଚ ସମ୍ମାନ ଲାଭ କରିବେ । ଗୃହକୁ ବିବାହ ପ୍ରସ୍ତାବ ଆସିପାରେ । ଅବସର ସମୟର ସଠିକ୍ ଉପଯୋଗ କରିବେ । ନୂତନ ଦ୍ରବ୍ୟ କ୍ରୟ କରିବେ । ବୃଷ- ମଉଜ ମଜଲିସରେ ଦିନ କାଟିବେ । ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତ ହେବ । କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ଆସ୍ଥା ଭାଜନ ହେବେ । ପାରିବାରିକ ସୁଖ ଶାନ୍ତି ବଜାୟ ରହିବ । ମିଥୁନ- ମ

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ମଙ୍ଗଳବାର

ମେଷ- ଦେହ ଓ ମନ ଭଲ ରହିବ । ଉଚ୍ଚ ସମ୍ମାନ ଲାଭ କରିବେ । ଗୃହକୁ ବିବାହ ପ୍ରସ୍ତାବ ଆସିପାରେ । ଅବସର ସମୟର ସଠିକ୍ ଉପଯୋଗ କରିବେ । ନୂତନ ଦ୍ରବ୍ୟ କ୍ରୟ କରିବେ ।

ବୃଷ- ମଉଜ ମଜଲିସରେ ଦିନ କାଟିବେ । ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତ ହେବ । କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ଆସ୍ଥା ଭାଜନ ହେବେ । ପାରିବାରିକ ସୁଖ ଶାନ୍ତି ବଜାୟ ରହିବ ।

ମିଥୁନ- ମନ ପ୍ରସନ୍ନ ରହିବ । ଅବସର ସମୟର ସଦ୍‌ଉପଯୋଗ କରିବେ । ବନ୍ଧୁବାନ୍ଧବଙ୍କ ଗହଣରେ ଦିନ କାଟିବେ । ଆୟ ବ୍ୟୟ ସମାନ ରହିବ ।

କର୍କଟ- ଆମୋଦ ପ୍ରମୋଦରେ ଦିନ ଅତିବାହିତ କରିବେ । ଦିଅଁ ଦର୍ଶନର ସୌଭାଗ୍ୟ ଅଛି । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିବ । ଛାତ୍ରଛାତ୍ରୀ ପାଠପଢାରେ ଅବହେଳା ପ୍ରଦର୍ଶନ କରିବେ ।

ସିଂହ- ଶରୀର ଆରୋଗ୍ୟ ରହିବ । ପ୍ରତ୍ୟେକ କାର୍ଯ୍ୟ ସଫଳତାର ସହ ସଂପୂର୍ଣ୍ଣ କରିବେ । ଦାୟିତ୍ୱବୋଧ ବୃଦ୍ଧି ପାଇବ । କୌଣସି ଗୃହ ଉପକର ଭଳି ନୂତନ ସାମଗ୍ରୀ କ୍ରୟ କରିବେ ।

କନ୍ୟା- ମନ ଉତଫୁଲ ରହିବ । ନୂତନ ବସ୍ତ୍ର ପରିଧାନ କରିବେ । କର୍ମ କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । ସ୍ୱାସ୍ଥ୍ୟ ସଚେତନ ହେବେ । ଆୟ ଅବ୍ୟାହତ ରହିବ ।

ତୁଳା- ଦେହ ଓ ମନ ଭଲ ରହିବ । ଯୋଜନା ଅନୁଯାୟୀ ସମସ୍ତ କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବ । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ ।

ବିଛା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ସନ୍ତାନ ସନ୍ତତି ଭିତ୍ତିକ ସମସ୍ୟା ଦୂରିଭୂତ ହେବ । ମନ ପ୍ରଫୁଲ୍ଲ୍ ରହିବ । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ ।

ଧନୁ- ମାନସିକ ଓ ଶାରିରୀକ ସୁସ୍ଥତା ମିଳିବ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଶତ୍ରୁ ପରାଜିତ ହେବେ । କର୍ମ ତତ୍ପରତା ବୃଦ୍ଧି ପାଇବ ।

ମକର- ସାମାନ୍ୟ ଶରୀର ପୀଡା ଦେଖାଦେବ । ଆଜି ଆପଣ ନାନା ସମସ୍ୟାରେ ଜଡିତ ହେବେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଈର୍ଷାର ଶିକାର ହେବେ । ପାରିବାରିକ ଜୀବନରେ ଭୁଲ ବୁଝାମଣା ଦେଖାଦେବ ।

କୁମ୍ଭ- ଆଶାବାଦୀ ହେବେ । ଅସଂପୂର୍ଣ୍ଣ କାର୍ଯ୍ୟ ଆଜି ସଂପୂର୍ଣ୍ଣ କରିବେ । ଅଧିନସ୍ଥ କର୍ମଚାରୀଙ୍କ ସହଯୋଗ ପାଇବେ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ପାରିବାରିକ ଜୀବନ ସୁଖଶାନ୍ତି ପୂର୍ଣ୍ଣ ରହିବ ।

ମୀନ- ମାନସିକ ଓ ଶାରିରୀକ ସୁସ୍ଥତା ମିଳିବ ।ପାରିବାରିକ ଜୀବନ ସୁଖଶାନ୍ତି ପୂର୍ଣ୍ଣ ରହିବ । ଆମୋଦ ପ୍ରମୋଦରେ ଦିନ ଅତିବାହିତ କରିବେ । ସନ୍ତାନ ସନ୍ତତି ଭିତ୍ତିକ ସମସ୍ୟା ଦୂରିଭୂତ ହେବ ।