• हिन्दी
  • English
  • मराठी
  • বাংলা
  • தமிழ்
  • മലയാളം
  • ગુજરાતી
  • తెలుగు
  • ಕನ್ನಡ
  • ଓଡ଼ିଶା
  • सलाम
  • PHH
  • THS
  • Business
  • Techlusive
  • WION
  • facebookyoutubetwitterwhatsapp
Zee Odisha News
  • News
  • Video
  • Photos
  • Live Blog
Add Zee Business As A Preferred Source
App
  • LIVE टीवी
  • ହୋମ୍
  • ରାଜନୀତି
  • ରଥଯାତ୍ରା
  • ଭିଡ଼ିଓ
  • ଫଟୋ ଗ୍ୟାଲେରୀ
  • ରାଜ୍ୟ ଖବର
  • କ୍ରୀଡ଼ା
  • ଟ୍ରେଣ୍ଡିଙ୍ଗ୍
  • ମନୋରଞ୍ଜନ
  • ଜୀବନଚର୍ଯ୍ୟା
  • ଦେଶ-ବିଦେଶ
  • ଶିକ୍ଷା ଓ ନିଯୁକ୍ତି
  • ଓଡ଼ିଶା ନ୍ୟୁଜ
  • /Odisha LifeStyle and Others
  • /ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଶୁକ୍ରବାର

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଶୁକ୍ରବାର

ଜାଣନ୍ତୁ ଆଜିର ଦିନଟି କେମିତି କଟିବ ଆପଣଙ୍କ ପାଇଁ...

Edited ByZee Odisha Desk
Published: Jul 24, 2020, 06:00 AM IST|Updated: Jul 24, 2020, 06:00 AM IST
joinshare
ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଶୁକ୍ରବାର

About the Author

    Zee Odisha Desk

    Zee Odisha Desk

    Trending

    • News
    • Photos
    • Videos
    IND vs SL: ଟିମ୍ ଇଣ୍ଡିଆ ପାଇଁ ବଡ଼ ଖୁସି ଖବର, ପ୍ରଥମ ଟେଷ୍ଟ ଖେଳିବେ ଶୁଭମନ ଗିଲ୍

    IND vs SL: ଟିମ୍ ଇଣ୍ଡିଆ ପାଇଁ ବଡ଼ ଖୁସି ଖବର, ପ୍ରଥମ ଟେଷ୍ଟ ଖେଳିବେ ଶୁଭମନ ଗିଲ୍

    2

    Heavy Rain Alert: ଆସୁଛି ବଡ଼ ବର୍ଷା! ୧୫ ଅଗଷ୍ଟ ଯାଏଁ ଏହି ରାଜ୍ୟଗୁଡ଼ିକ ପାଇଁ ଆଲର୍ଟ ଜାରି...

    3

    Odisha News: ୧୩ କୋଟିର ଗଞ୍ଜେଇ ଜବତ

    4

    Pm Modi: 'ଜୋ ଖେଲେଗା ଓ୍ବ ଖିଲେଗା'

    5

    Top 10 News Today: IIRF ରାଙ୍କିଂ-୨୦୨୬ରେ ଓଡ଼ିଶାର ୩ ପ୍ରମୁଖ ସରକାରୀ ମେଡିକାଲ କଲେଜ, ପୂର୍ବତନ

    ମେଷ- ମାନସିକ ଓ ଶାରୀରିକ ସୁସ୍ଥତା ବଜାୟ ରହିବ । କର୍ମ ଚଞ୍ଚଳ ହେବେ । କାର୍ଯ୍ୟାଳୟରେ ଦାୟିତ୍ୱର ସହ କାର୍ଯ୍ୟ ନିର୍ବାହ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଆୟ ବୃଦ୍ଧି ପାଇବ ।

    ବୃଷ- ଦୃଢମନା ହେବେ । କର୍ମ କ୍ଷେତ୍ରରେ ଉପରିସ୍ତ ଅଧିକାରୀଙ୍କ ପ୍ରଶଂସା ପାଇବେ । ଋଣ ପରିଶୋଧ କରି ଆତ୍ମଶାନ୍ତି ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଦାୟକ ଅଟେ ।

    ମିଥୁନ-ନିଜ ସ୍ୱାସ୍ଥ୍ୟ ପ୍ରତି ସଚେତନ ହେବେ । ସ୍ଥିର ଚିତ୍ତରେ କାର୍ଯ୍ୟ କଲେ ସଫଳତା ପ୍ରାପ୍ତି ହେବ । ସେବା ପୂଜା ପାଇଁ ମନ ବଳିବ । ନବ ବିବାହିତ ଦମ୍ପତିଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ଅଟେ ।

    କର୍କଟ- ଶାରୀରିକ କ୍ଲେଶ ବୃଦ୍ଧି ପାଇବ । ମାନସିକ ଅବସାଦ ଦେଖାଦେବ । ଆୟ ତୁଳନାରେ ବ୍ୟୟ ବୃଦ୍ଧି ପାଇବ । ଘାତ ଚନ୍ଦ୍ର ଭୋଗ ହେତୁ ଦୂର ଯାତ୍ରାରୁ ନିବୃତ୍ତ ରୁହନ୍ତୁ । ଗାଡିମଟର ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।

    ସିଂହ- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ର ସହଜ, ସରଳ ଓ ଆନନ୍ଦଦାୟକ ହେବ । ବ୍ୟସ୍ତତା ମଧ୍ୟେ ଦିନ କାଟିବ । ପାରିବାରିକ ସୁଖଶାନ୍ତି ବିରାଜମାନ ହେବ । ବ୍ୟବସାୟ ଲାଭପ୍ରଦ ହେବ ।

    କନ୍ୟା- ଶାରୀରିକ ସୁସ୍ଥତା ଲାଭ କରିବେ । କର୍ମ କ୍ଷେତ୍ର ଉଜ୍ଜଳମୟ ହେବ । ଆୟ ବୃଦ୍ଧି ପାଇବ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ । ବ୍ୟାଙ୍କିଙ୍ଗ୍ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ ଦିନଟି ଶୁଭପ୍ରଦ ହେବ ।

    ତୁଳା- ଚିନ୍ତାଗ୍ରସ୍ତ ରହିବେ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । ଶତ୍ରୁ ବୃଦ୍ଧି ପାଇବେ । ପୂର୍ବ ବିବାଦ ଜଟିଳତା ଆଡକୁ ଅଗ୍ରସର ହେବ । ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବ ।

    ବିଛା- ଶାନ୍ତିପୂଣ୍ଣ ର୍ ଜୀବନ ଯାପନ କରିବେ । କର୍ମ କ୍ଷେତ୍ର ସହଜ ସରଳ ବୋଧଗମ୍ୟ ହେବ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ । ବ୍ୟାଙ୍କ ଓ ବୀମା କର୍ମଚାରୀମାନେ ବିଶେଷ ଉପକୃତ ହେବେ ।

    ଧନୁ- ମନ ପ୍ରସନ୍ନ ରହିବ । ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ତୁଳାଇବେ । ବ୍ୟବସାୟରେ ଅଗ୍ରଗତି ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ ।

    ମକର- ଶରୀର ଅସୁସ୍ଥ ରହିବ । ଚିଡିଚିଡା ସ୍ୱଭାବର ହେବେ । ପାରିବାରିକ ଅଶାନ୍ତି ଦେଖାଦେବ । ବ୍ୟବସାୟ ସ୍ୱଳ୍ପଲାଭ ଯୁକ୍ତ ହେବ । ସନ୍ତାନଙ୍କ କାର୍ଯ୍ୟ କଳାପରେ ଅସନ୍ତୁଷ୍ଟ ରହିବେ ।

    କୁମ୍ଭ- ମନ ଉଦାସ ରହିବ । ପ୍ରିୟଜନଙ୍କ ସହ ମନାନ୍ତର ମତାନ୍ତର ଦେଖାଦେବ । ଅର୍ଥ ଅନାଟନ ଯୋଗୁଁ ଧାର କରଜ କରିପାରନ୍ତି । ବ୍ୟବସାୟିକ ଶିଥିଳତା ଦେଖାଦେବ ।

    ମୀନ- ଦେହ ଓ ମନ ଭଲ ରହିବ । ଯୋଜନା ଅନୁଯାୟୀ ସମସ୍ତ କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବ । ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ ।

    Add Zee News as a Preferred Source
    TAGS:
    Horoscope
    zodiac signs
    Rashifal
    Astrology