• ରାଜ୍ୟର ମାଆ ଓ ଝିଅମାନଙ୍କୁ ରଜ ପର୍ବର ଶୁଭେଚ୍ଛା ଜଣାଇଲେ ନବୀନ
  • ରଜପର୍ବ ଉପଲକ୍ଷେ କାଲିଠୁ ୩ଟି ସହରରେ ଆରମ୍ଭ ହେବ ପିଠା ଅନ୍‌ ହ୍ବିଲ୍‌
  • ଭୁବନେଶ୍ବର, ସମ୍ବଲପୁର ଓ କଟକରେ ସୁଲଭ ଦରରେ ମିଳିବ ଓଡ଼ିଆ ପିଠା
  • ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ୩,୩୦୩ ଜୀବନ
  • ଦେଶରେ ଦିନକରେ ୮୦ ହଜାର ୮୩୪ କୋରୋନା ଆକ୍ରାନ୍ତ ଚିହ୍ନଟ
  • ରାଜ୍ୟରେ ଦିନକରେ ଆଉ ୪ ହଜାର ୪୬୯ କୋରୋନା ଆକ୍ରାନ୍ତ ଚିହ୍ନଟ
  • ଜୁନ୍ ଶେଷ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ
  • ଦୂରଦର୍ଶନରେ ପାଠପଢ଼ିବେ ଯୁକ୍ତ ଦୁଇ ଛାତ୍ରଛାତ୍ରୀ
  • ଆଜି ସାରା ଓଡ଼ିଶାକୁ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ
  • ୧୨ ଘଣ୍ଟା ଭିତରେ ପୁରା ରାଜ୍ୟରେ ମୌସୁମୀ ବର୍ଷା

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ସପ୍ତାହର ପ୍ରଥମ ଦିନ

Horoscope of April 19: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ସୋମବାର...

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ସପ୍ତାହର ପ୍ରଥମ ଦିନ

Horoscope of April 19: ମେଷ- ମାନସିକ ଓ ଶାରୀରିକ ସୁସ୍ଥତା ବଜାୟ ରହିବ । କର୍ମ ଚଞ୍ଚଳ ହେବେ । କାର୍ଯ୍ୟାଳୟରେ ଦାୟିତ୍ୱର ସହ କାର୍ଯ୍ୟ ନିର୍ବାହ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଆୟ ବୃଦ୍ଧି ପାଇବ ।

ଅଧିକ ପଢ଼ନ୍ତୁ:-ଦେଶରେ କୋରୋନାର ତାଣ୍ଡବ: ଗତ ୨୪ ଘଣ୍ଟାରେ ସାମ୍ନାକୁ ଆସିଲା ରେକର୍ଡ ସଂଖ୍ୟକ ୨.୬୧ ଲକ୍ଷ ମାମଲା, ଗୋଟିଏ ଦିନରେ ୧୫ ଶହରୁ ଉର୍ଦ୍ଧ୍ୱ ସଂକ୍ରମିତଙ୍କ ମୃତ୍ୟୁ

ବୃଷ- ମାନସିକ ଶାନ୍ତିବଜାୟ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ  ସହଯୋଗ ମିଳିବ । ଅକସ୍ମାତ ଧନ ପ୍ରାପ୍ତିର ଯୋଗ ରହିଛି । ଦାମ୍ପତ୍ୟ ଜୀବନ ବେଶ ସୁଖମୟ ହେବ । ଦୂରଯାତ୍ରା ସଫଳ ହେବ ।

ମିଥୁନ- ଆଜି ଆଳସ୍ୟ ଓ ଥକ୍କା ଅନୁଭବ କରିବେ । ଜରୁରୀ କାର୍ଯ୍ୟ କିମ୍ବା ନିର୍ଣ୍ଣୟ ନିଅନ୍ତୁ ନାହିଁ । କାର୍ଯ୍ୟକ୍ଷେତ୍ରରେ ଉଚ୍ଚଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ । ବ୍ୟାପରରେ ବାଧା ଆସିପାରେ । ପରିବାରରେ ହଠାତ ପ୍ରତିକ୍ର୍ରିୟାଶୀଳ ହେବାରୁ କଥା କଟାକଟି ହୋଇପାରେ ।  

କର୍କଟ- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚପଦାଧିଙ୍କ କ୍ରୋଧର ଶିକାର ହେବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ପରିବାରରେ ସାମାନ୍ୟ ମତଭେଦ ଦେଖାଦେବ । ଦୂରଯାତ୍ରା ସଫଳ ହେବ ।

ଅଧିକ ପଢ଼ନ୍ତୁ:-ସାବଧାନ: ଗଙ୍ଗାରେ ଗାଧୋଇଲେ ବି ବ୍ୟାପିପାରେ କୋରୋନା!

ସିଂହ- ସ୍ୱାସ୍ଥ୍ୟ ଅତୁଟ ରହିବ । କର୍ମ କ୍ଷେତ୍ରରେ ଚଳଚଞ୍ଚଳ  ରହିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭପ୍ରଦ ହେବ ।  ପାରିବାରିକ ସୁଖଶାନ୍ତି ଲାଭ କରିବେ । ବ୍ୟାଙ୍କିଙ୍ଗ୍‌, ଇନସୁରାନସ ବିଭାଗରେ କାର୍ଯ୍ୟରତ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭପ୍ରଦ ଅଟେ ।

କନ୍ୟା- ଆଜି ବ୍ୟାପାରରେ ଦିନଟି ମଧ୍ୟମ ରହିବ । ପରିବାରରେ ମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ । ନିଜ ପ୍ରିୟଜନଙ୍କ ସହ କିଛି କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ । ଦୁଃସମ୍ବାଦ ମିଳିପାରେ । କାର୍ଯ୍ୟକ୍ଷେତ୍ରରେ ଜରୁରୀ କାଗଜପତ୍ରରେ ଭୁଲ ହେବାରୁ ଚିନ୍ତିତ ରହିବେ ।  

ତୁଳା- ଦୃଢମନା ହେବେ । କର୍ମ କ୍ଷେତ୍ରରେ ଉପରିସ୍ତ ଅଧିକାରୀଙ୍କ ପ୍ରଶଂସା ପାଇବେ । ଋଣ ପରିଶୋଧ କରି ଆତ୍ମ ଶାନ୍ତି ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଦାୟକ ଅଟେ ।

ଅଧିକ ପଢ଼ନ୍ତୁ:-କୌଣସି ରାଜ୍ୟ ଟ୍ରେନ୍ ଚଳାଚଳ ବନ୍ଦ କରିବାକୁ କହିଛନ୍ତି କି? ରେଳ ବୋର୍ଡ ଅଧ୍ୟକ୍ଷ ଦେଲେ ଏହି ସୂଚନା

ବିଛା- ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି ଆତ୍ମଶାନ୍ତି ଲଭିବେ । ଦିଅଁ ଦର୍ଶନ ମଙ୍ଗଳକର ହେବ । ଭୂମି କିମ୍ବା ଗୃହ କ୍ରୟ ପାଇଁ ଯୋଗାଯୋଗ ସ୍ଥାପନ କରିବେ  । ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ହେବ ।

ଧନୁ- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉତ୍ସାହ ପୂର୍ବକ ସମସ୍ତ କାର୍ଯ୍ୟ ଦାୟିତ୍ୱର ସହ ତୁଳାଇବେ । ଉପରିସ୍ତ ଅଧିକାରୀଙ୍କ ପ୍ରଶଂସାର ପାତ୍ର ହେବେ । ବ୍ୟବସାୟ ଲାଭପ୍ରଦ ହେବ । ଆଇନ ଅଦାଲତର କାର୍ଯ୍ୟ ସଫଳ ହେବ । ଆୟ ବୃଦ୍ଧି ପାଇବ ।

ମକର- ଦେହ ଓ ମନ ଭଲ ରହିବ । କର୍ମ ଚଞ୍ଚଳ ରହିବେ । କର୍ମ କ୍ଷେତ୍ରରେ ଅଧିନସ୍ଥ କର୍ମଚାରୀଙ୍କ ସହଯୋଗ ପାଇବେ । ଅକସ୍ମାତ ଧନପ୍ରାପ୍ତିର ଯୋଗ ରହିଛି । ବ୍ୟବସାୟରେ ସଫଳତା ପାଇବେ । ଆଇନ୍‌, ଅଦାଲତର ରାୟ ଆପଣଙ୍କ ସପକ୍ଷରେ ଯିବ ।

ଅଧିକ ପଢ଼ନ୍ତୁ:-କୋରୋନାର ଦ୍ୱିତୀୟ ଲହରୀରୁ କେମିତି ପାଇବେ ରକ୍ଷା? WHO କହିଲା କ’ଣ ଖାଇବେ ଓ କ’ଣ ନୁହେଁ...

କୁମ୍ଭ- ଅସୁସ୍ଥତାରୁ ଆରୋଗ୍ୟ ଲାଭ କରିବେ । ବକେୟା କାର୍ଯ୍ୟ ସବୁ ସଂପାଦନ କରିବେ । ବ୍ୟବସାୟରେ ସ୍ୱଳ୍ପଲାଭ ମିଳିବ । ପାରିବାରିକ ସୁଖଶାନ୍ତି ବଜାୟ ରହିବ ।

ମୀନ-  ଆଶାବାଦୀ ହେବେ । ଅସଂପୂର୍ଣ୍ଣ  କାର୍ଯ୍ୟ ଆଜି ସଂପୂର୍ଣ୍ଣ  କରିବେ । ଅଧିନସ୍ଥ କର୍ମଚାରୀଙ୍କ  ସହଯୋଗ ପାଇବେ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ଅପରାହ୍ନରେ କୌଣସି ଶୁଭ କାର୍ଯ୍ୟରେ ଯୋଗ ଦେବେ । ପାରିବାରିକ ଜୀବନ ସୁଖଶାନ୍ତି ପୂର୍ଣ୍ଣ ରହିବ ।