ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଶନିବାର
Advertisement

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଶନିବାର

Horoscope of February 27: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶନିବାର...

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଶନିବାର

Horoscope of February 27: ମେଷ- ମାନସିକ ଓ ଶାରୀରିକ ସୁସ୍ଥତା ବଜାୟ ରହିବ । କର୍ମ କ୍ଷେତ୍ରରେ ଉତ୍ସାହର ସହ କାର୍ଯ୍ୟ ତୁଳାଇବେ । ଅକସ୍ମାତ୍ ଧନପ୍ରାପ୍ତିର ଯୋଗ ରହୁଛି । ଛାତ୍ରଛାତ୍ରୀମାନେ ଲିଖନ ପଠନରେ ମନନିବେଶ କରିବେ ।  

ଅଧିକ ପଢ଼ନ୍ତୁ:-LIC ର ଏହି ପଲିସିରେ ପ୍ରତିଦିନ ୨୮ ଟଙ୍କା ନିବେଶ କରି ପାଇପାରିବେ ୨୬ ଲକ୍ଷ ଟଙ୍କା, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ଲାନ୍...

ବୃଷ- ମାନସିକ ଶାନ୍ତି ବଜାୟ ରହିବ । ସୁଖ ସନ୍ତୋଷରେ ଦିନ କାଟିବେ । ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଭଗବାନ ଦର୍ଶନ ସହ ବନ୍ଧୁମିଳନର ଯୋଗ ରହୁଛି ।

ମିଥୁନ- ଶାରୀରିକ କ୍ଲେଶ ଅନୁଭବ କରିବେ । ଆୟ ତୁଳନାରେ ବ୍ୟୟ ବୃଦ୍ଧି ପାଇବ । ଦୂର ସମ୍ପର୍କୀୟଙ୍କ ସାହାଯ୍ୟ ପାଇବେ । ଅଜଣା ଅପରିଚିତ ବ୍ୟକ୍ତିଙ୍କ ଦ୍ୱାରା ଅସୁବିଧାରେ ପଡିବେ । 

କର୍କଟ- ଗାଡି ମଟର ଚାଳନାରୁ ନିବୃତ୍ତ ରୁହନ୍ତୁ । ଦୂରଯାତ୍ରା ବିପଦପୂର୍ଣ୍ଣ ହେବ । ବୃଥା ନିନ୍ଦା ଅପବାଦ ମିଳିପାରେ । ବାକ୍ ସଂଯମତା ରକ୍ଷା ନ କଲେ ବିପଦରେ ପଡିବେ । ଅର୍ଥହାନି ହେବ ।

ଅଧିକ ପଢ଼ନ୍ତୁ:-ମହଙ୍ଗା ମାଡ଼ ମଧ୍ୟରେ ଏହି LPG ସିଲିଣ୍ଡର ହେଲା ଶସ୍ତା, ଜାଣନ୍ତୁ କେତେ ହ୍ରାସ ପାଇଛି ମୂଲ୍ୟ

ସିଂହ- ଦେହ ଓ ମନ ସୁସ୍ଥ ରହିବ । କର୍ମ କ୍ଷେତ୍ର ସହଜ ସରଳ ବୋଧଗମ୍ୟ ହେବ । ନିତି ଆଦର୍ଶକୁ ନେଇ ପରିଚାଳିତ ହେବେ । ଆୟ ଓ ବ୍ୟୟ ସମାନ ରହିବ । ପାରିବାରିକ ସୁଖଶାନ୍ତି ଅବ୍ୟାହତ ରହିବ । 

କନ୍ୟା-ଆଜି ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ । ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ । ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ । ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି ।  

ତୁଳା- ଶାରୀରିକ ସୁସ୍ଥତା ଲାଭ କରିବେ । କର୍ମ କ୍ଷେତ୍ରରେ ଉତ୍ସାହର ସହ କର୍ମ କରି ସଫଳ ହେବେ । ମୂଲ୍ୟବାନ ଦ୍ରବ୍ୟ ପ୍ରାପ୍ତି ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ବିଛା- ତରବର ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ । କର୍ମ କ୍ଷେତ୍ରରେ କର୍ମ ଚାପ ଲାଗି ରହିଛି । ଆୟ ଆଶାନୁରୂପ ହେବ । ଶାରୀରିକ କିମ୍ବା ମାନସିକ ଭାବେ ଆଘାତ ପ୍ରାପ୍ତ ହେବେ ।  

ଧନୁ- ମାନସିକ ଭାରକ୍ରାନ୍ତ ହେବେ । କାର୍ଯ୍ୟ ସଂପାଦନରେ ବିଳମ୍ବ ହେବ । ଆୟ ଓ ବ୍ୟୟ ସମାନ ରହିବ । କୌଣସି ଦ୍ରବ୍ୟ ନଷ୍ଟ କିମ୍ବା ଚୋରି ହୋଇପାରେ । ପାରିବାରିକ ବୁଝାମଣାରେ ଅଭାବ ପରିଲକ୍ଷିତ ହେବ । କ୍ରୋଧକୁ ନିୟନ୍ତ୍ରଣରେ ନ ରଖିଲେ ଅସୁବିଧାରେ ପଡିବେ ।      

ଅଧିକ ପଢ଼ନ୍ତୁ:-ମାତ୍ର ୧୦୦ ଟଙ୍କାର ଲଟେରୀ ଟିକେଟରେ ରାତାରାତି କୋଟିପତି ହେଲେ ଜଣେ ଗୃହିଣୀ

ମକର- ତରବର ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ । କର୍ମ କ୍ଷେତ୍ରରେ କର୍ମ ଚାପ ଲାଗି ରହିଛି । ଆୟ ଆଶାନୁରୂପ ହେବ । ଶାରୀରିକ କିମ୍ବା ମାନସିକ ଭାବେ ଆଘାତ ପ୍ରାପ୍ତ ହେବେ ।  

କୁମ୍ଭ- କର୍ତ୍ତବ୍ୟ ପରାୟଣା ହେବେ । ଉଚ୍ଚ ଆଶା ଫଳବତୀ ହେବ । କୌଣସି ଧାର୍ମିକ କାର୍ଯ୍ୟରେ ଯୋଗଦେବେ । ଗୁରୁଜନଙ୍କ ଆଶୀର୍ବାଦ ମିଳିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ମୀନ- ଶାରୀରିକ ଅସୁସ୍ଥତା ଦେଖାଦେବ । ଆର୍ଥିକ ସ୍ଥିତିରେ ଅବନତି ହେବ । କର୍ମ କ୍ଷେତ୍ରରେ କର୍ମଚାପ ବଢିବ । ପାରିବାରିକ ସୁଖଶାନ୍ତି ଅବ୍ୟାହତ ରହିବ । ବ୍ୟବସାୟ ମଧ୍ୟମ ଧରଣର ହେବ । ପାରିବାରିକ ସୁଖଶାନ୍ତି ବାଧାପ୍ରାପ୍ତ ହେବ ।