• ଭୁବନେଶ୍ବରରେ ଆଜି ରାତି ୯ଟାରୁ ନାଇଟ୍‌ କର୍ଫ୍ୟୁ
  • କୋରୋନା ନିୟମ ନମାନିଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ
  • ଟ୍ବିନ୍‌ ସିଟିରେ ଜାରି ହୋଇଛି ୧୪୪ ଧାରା
  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ପଞ୍ଚମ ପର୍ଯ୍ୟାୟ ମତଦାନ ଶେଷ
  • ସଂଧ୍ୟା ସୁଦ୍ଧା ୧୨ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଆଶଙ୍କା
  • ଗ୍ୟାଙ୍ଗଷ୍ଟର ହାଇଦରକୁ କୋରୋନା
  • ପୁଣିଥରେ ରିମାଣ୍ଡରେ ନେବା ପାଇଁ କୋର୍ଟରେ ଆବେଦନ କରାଯିବ: CP
  • ଅଧିକ ଟିକା ନେଇ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି
  • ବଲିଉଡ ଅଭିନେତା ସୋନୁ ସୁଦ ମଧ୍ୟ କରୋନା ସଂକ୍ରମଣରେ ଶିକାର
  • ୨୪ତମ ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ବିଜେଡି ନେତା ଓ ମନ୍ତ୍ରୀ

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଶନିବାର

Horoscope of March 6: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶନିବାର...

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଶନିବାର

Horoscope of March 6: ମେଷ- ପରାମର୍ଶ ନେଇ କାର୍ଯ୍ୟ  କରନ୍ତୁ । କୃତକାର୍ଯ୍ୟ ହେବେ । କର୍ମ କ୍ଷେତ୍ର ସହଜ, ସରଳ ଓ ଆନନ୍ଦଦାୟକ ହେବ । ଆୟ ଅବ୍ୟାହତ ରହିବ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ଆସିବ ।  

ଅଧିକ ପଢ଼ନ୍ତୁ:-ପୁଣି ଖସିଲା ସୁନା-ରୁପା ଦର, ଜାଣି ନିଅନ୍ତୁ ଆଜିର ରେଟ୍

ବୃଷ- ଶାରିରୀକ  ଅସୁସ୍ଥତା ବୋଧ ହେବ । କାର୍ଯ୍ୟ  ସମ୍ପନ୍ନ କରିବାରେ ବିଳମ୍ବ ହେବ । କର୍ମକ୍ଷେତ୍ର ଅସହଜ ବୋଧ ହେବ । ପାରିବାରିକ ଅଶାନ୍ତି ଉପୁଜିବ । ବ୍ୟବସାୟ ପାଇଁ  ପୁଞ୍ଜିର ଆବଶ୍ୟକତା ହୋଇପାରେ ।  

ମିଥୁନ- ଶରୀର ଆରୋଗ୍ୟ ରହିବ । ଯୋଜନା ମୁତାବକ ସମସ୍ତ କାର୍ଯ୍ୟ ନିର୍ବାହ କରିବେ । ବ୍ୟବସାୟର ଅଭିବୃଦ୍ଧି ପାଇଁ  ଚେଷ୍ଟିତ ହେବେ । ଦୂର ସମ୍ପର୍କୀୟଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ ।  

କର୍କଟ- ମନ ପ୍ରଫୁଲ୍ଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । ପରିବାରରେ ହସ ଖୁସିର ଲହରୀ ଲାଗି ରହିବ । ସୁସମ୍ବାଦ ପ୍ରାପ୍ତ ହେବ । ନୂତନ ବ୍ୟବସାୟ ପାଇଁ ଯୋଜନା ପ୍ରସ୍ତୁତ କରିବେ ।  

ଅଧିକ ପଢ଼ନ୍ତୁ:-ରେଲୱେ ଦେଲା ଆଉ ଏକ ଖୁସି ଖବର: ଘୋଷଣା କଲା ଅନେକ ସ୍ୱତନ୍ତ୍ର ଟ୍ରେନ୍, ଦେଖନ୍ତୁ ପୁରା ଲିଷ୍ଟ୍

ସିଂହ- ଆଜି ଆପଣଙ୍କର ଘାତବାର । ଆଳସ୍ୟ ପରାୟଣ ହେବେ । କର୍ମକ୍ଷେତ୍ରରେ କାର୍ଯ୍ୟ ନିର୍ବାହରେ ବିଳମ୍ବ କରିବେ । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ । ଆୟ ଓ ବ୍ୟୟ ପ୍ରାୟ ସମାନ ରହିବ ।

କନ୍ୟା-  ଘାତବାର ହେତୁ ସତର୍କତା ଅବଲମ୍ୱନ କରନ୍ତୁ । ତରବର ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ । କର୍ମକ୍ଷେତ୍ରରେ କର୍ମ ଚାପ ଲାଗି ରହିଛି । ଆୟ ଆଶାନୁରୂପ ହେବ । ଶାରୀରିକ କିମ୍ବା ମାନସିକ ଭାବେ ଆଘାତ ପ୍ରାପ୍ତ ହେବେ ।

ତୁଳା- ଘାତଚନ୍ଦ୍ର ହେତୁ ସାବାଧାନତାର ସହ ଆଗକୁ ବଢନ୍ତୁ । ଶାରୀରିକ ଅସୁସ୍ଥତା ଦେଖାଦେବ । ଚିଡିଚିଡା ସ୍ୱଭାବରେ ହେବେ । ଆଶା କରୁଥିବା ଦିଗରୁ ଅର୍ଥ ପାଇବାରେ ବିଳମ୍ବ ହେବ । କର୍ମକ୍ଷେତ୍ରରେ  ଅସହଯୋଗ ପାଇବ ।  

ଅଧିକ ପଢ଼ନ୍ତୁ:-ଆସିଯାଇଛି ମାର୍ଚ୍ଚ ପାଇଁ LPG ସିଲିଣ୍ଡରର ନୂଆ ଦର, ଜାଣନ୍ତୁ କ'ଣ ରହିଛି ରେଟ୍

ବିଛା- ଦେହ ଓ ମନ ଭଲ ରହିବ । କର୍ତ୍ତବ୍ୟ  ପରାୟଣ ହେବେ । ସାଂସାରିକ ଜୀବନ ସୁଖପ୍ରଦ ହେବ । ବିଦ୍ୟାର୍ଥୀମାନେ ପଢାପଢିରେ ମନୋନିବେଶ କରିବେ । ଗୃହଣୀମାନେ ସୁସ୍ୱାଦୁ ଭୋଜନ ପ୍ରସ୍ତୁତ କରିବେ ।  

ଧନୁ-  ଦେହ ଭଲ ରହିବ । ମନ ପ୍ରସନ୍ନ ରହିବ । ଦାୟିତ୍ୱର ସହ କାର୍ଯ୍ୟ ନିର୍ବାହ କରିବେ । ସନ୍ତାନଙ୍କ ପଢାପଢିରେ ଅଧିକ ଖର୍ଚ୍ଚ କରିବେ । ପରିବାରରେ ବୁଝାମଣା ଭଲ ରହିବ ।

ମକର- ଶାରୀରିକ ସୁସ୍ଥତା ବୋଧ ହେବ । କାର୍ଯ୍ୟାଳୟରେ ଦାୟିତ୍ୱର ସହ ସମସ୍ତ ନ୍ୟସ୍ତ କାର୍ଯ୍ୟ ନିର୍ବାହ କରିବେ । ଆର୍ଥିକ ସ୍ଥିତି ପୂର୍ବଭଳି ରହିବ । ପରିବାରରେ ଗୁରୁଜନଙ୍କ ସ୍ନେହଶ୍ରଦ୍ଧା ତଥା ଆଶୀର୍ବାଦ ପ୍ରାପ୍ତ ହେବ ।

ଅଧିକ ପଢ଼ନ୍ତୁ:-ମାର୍ଚ୍ଚ ୧ରୁ ବଦଳିଯିବ ବ୍ୟାଙ୍କିଂ ଓ LPG ସିଲିଣ୍ଡର ସହ ଜଡ଼ିତ ଏହି ନିୟମ, ଦେଶର କୋଟି କୋଟି ଲୋକ ହେବେ ପ୍ରଭାବିତ!

କୁମ୍ଭ- ଶାରିରୀକ ଅସୁସ୍ଥତା ଦଖାଦେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଅସହଯୋଗ ଅଶାନ୍ତିର କାରଣ ହେବ । ସନ୍ତାନଙ୍କ ପଢାପଢି ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । କୋର୍ଟ  କଚେରୀ ସମ୍ପର୍କିତ ରାୟ ଆପଣଙ୍କ ବିପକ୍ଷରେ ଯିବ ।  

ମୀନ- ଦିନଟିରେ  ଆପଣ ସକଳ କାର୍ଯ୍ୟରେ ସଫଳ ହେବେ । ଆମୋଦ ପ୍ରମୋଦରେ ଦିନ କାଟିବେ । ନୂତନ ବସ୍ତ୍ରାଦି କ୍ରୟ କରିବେ । ପାରିବାରିକ ସୁଖଶାନ୍ତି ଲାଭ  କରିବେ ।