Horoscope Today 22 March 2023: ମେଷ- ଦେହ ସୁସ୍ଥ ରହିବ । ମନୋବଳ ବୃଦ୍ଧି ପାଇବ । ଅବସର ସମୟର ସଦ୍‌ଉପଯୋଗ କରିବେ । ଦୂରଯାତ୍ରା କରିବେ । ଗୃହକୁ ବନ୍ଧୁଙ୍କ ଆଗମନ ହେବ । ବ୍ୟବସାୟ ଆଶାନୁରୂପକ ହେବ ।


COMMERCIAL BREAK
SCROLL TO CONTINUE READING

ବୃଷ- ଶାରୀରିକ ସୁସ୍ଥତା ଲାଭ କରିବେ । ସମସ୍ତ ବକେୟା କାର୍ଯ୍ୟକୁ ଆଜି ସଂପୂର୍ଣ୍ଣ କରିବେ । ହଠାତ୍ ଧନ ଆଗମନର ସୂଚନା ମିଳୁଛି । ପଡୋଶୀଙ୍କ ସହ ସମ୍ପର୍କ ମଧୁର ହେବ । ପରିବାରରେ ହସ ଖୁସିର ଲହରୀ ରହିବ ।


ମିଥୁନ- ଦେହ ଓ ମନ ଭଲ ରହିବ । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ । କୌଣସି ନୂତନ ଦ୍ରବ୍ୟ କ୍ରୟ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ପାରିବାରିକ ସୁଖ ସମୃଦ୍ଧି ବଜାୟ ରହିବ ।


କର୍କଟ- ସୁଖ ସମୃଦ୍ଧିର ଦିନ । ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବ । ଧନ ଆଗମନର ସୂଚନା ମିଳୁଛି । ବନ୍ଧୁଙ୍କ ସାହାଯ୍ୟ ପ୍ରାପ୍ତ ହେବ । ବିବାହ ଭୋଜି ଆଦି କାର୍ଯ୍ୟକ୍ରମରେ ଯୋଗ ଦେବେ ।


ସିଂହ- ଦାନ ଧର୍ମ ପ୍ରତି ମନ ବଳିବ । ପରିବାରରେ ଶାନ୍ତିପୂର୍ଣ୍ଣ ବାତାବରଣ ଲାଗି ରହିବ । ଆୟ ସଂକୁଚିତ ହେବ । ରାଜନୈତିକ ବ୍ୟକ୍ତି ବିଶେଷ ଜନତାଙ୍କ ଆକ୍ରୋଶର ଶିକାର ହେବେ ।


କନ୍ୟା- ସାଂସାରିକ ଜୀବନ ସୁଖମୟ ହେବ । ଶରୀର ସୁସ୍ଥ ଓ ମନ ଭଲ ରହିବ । ଦାୟିତ୍ୱ ବୃଦ୍ଧି ପାଇବ । ଶୁଭ କାର୍ଯ୍ୟରେ ଯୋଗ ଦେବେ । ଆଶା କରୁଥିବା ଦିଗରୁ ଅର୍ଥ ଆଗମନ ହେବ ।


ତୁଳା- ପରିଶ୍ରମ ଅନୁଯାୟୀ ଫଳ ମିଳିବ । ଅପରିଚିତ ଅଜଣା ବ୍ୟକ୍ତିଙ୍କ ଠାରୁ ଦୂରେଇ ରୁହନ୍ତୁ । ଆୟ ଓ ବ୍ୟୟ ପ୍ରାୟ ସମାନ ରହିବ । କ୍ରୀଡାବିତ୍‌ଙ୍କ ପାଇଁ ଦିନଟି ଶୁଭଫଳ ଦେବ । ବ୍ୟବସାୟ ଭଲ ହେବ ।


ବିଛା: ମଉଜ ମଜଲିସରେ ଦିନ ଅତିବାହିତ କରିବେ। ଦୂରଯାତ୍ରା କରିପାରନ୍ତି। ଖର୍ଚ୍ଚ ବୃଦ୍ଧି ପାଇବ। ବିବାହ ଭୋଜି ଆଦିରେ ଯୋଗ ଦେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।


ଧନୁ: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ। ଶରୀର ଆରୋଗ୍ୟ ଓମନ ପ୍ରସନ୍ନ ରହିବ। ବନ୍ଧୁବାନ୍ଧବ ତଥା ଆତ୍ମୀୟ ସ୍ୱଜନଙ୍କ ମେଳରେ ଦିନ କାଟିବେ। ପାରିବାରିକ ଜୀବନ ମଧୁରମୟ ହେବ।


ମକର: ଶାରୀରିକ କ୍ଲେଶ ଅନୁଭବ କରିବେ। ଚିଡିଚିଡା ସ୍ୱଭାବର ହେବେ। କୌଣସି ଦ୍ରବ୍ୟ ଚୋରି କିମ୍ବା ହଜି ଯାଇପାରେ। ସାଂସାରିକ ଜୀବନ ବାଧା ପ୍ରାପ୍ତ ହେବ। ପଡୋଶୀଙ୍କ ସହ ସମ୍ପର୍କରେ ତିକ୍ତତା ଆସିବ।


କୁମ୍ଭ: କାର୍ଯ୍ୟ ବ୍ୟସ୍ତତା ବୃଦ୍ଧି ପାଇବ। ବିରକ୍ତି ଭାବ ପ୍ରକାଶ ପାଇବ। ଆୟ ତୁଳନାରେ ବ୍ୟୟ ବୃଦ୍ଧି ପାଇବ। ଆଶା କରୁଥିବା ଦିଗରୁ ଅର୍ଥ ପାଇବାରେ ବିଳମ୍ବ ହେବ। ଦୂରଯାତ୍ରା ବିଫଳ ହେବ।


ମୀନ: ଦେହ ଓ ମନ ଭଲ ରହିବ। ପାରିବାରିକ ସ୍ନେହ ଶ୍ରଦ୍ଧା ପ୍ରାପ୍ତ ହେବ। ବକେୟା କାର୍ଯ୍ୟ ସଂପୂର୍ଣ୍ଣ କରିବା ପାଇଁ ଆହୁରି ବିଳମ୍ବ ହେବ। ବିଦ୍ୟାର୍ଥୀମାନେ ଖେଳ ପ୍ରିୟ ହେବେ। ମହିଳାମାନେ ଗୃହ ନିପୁଣା ହେବେ। ବ୍ୟବସାୟରେ ସ୍ୱଳ୍ପ ଲାଭ ମିଳିବ।