• ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତି
  • ୧୦୮ ସୁବାସିତ ଗରା ଜଳରେ ସ୍ନାନ କରିବେ ଶ୍ରୀଜିଉ
  • କୋରୋନା କାଳରେ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି ଭକ୍ତ
  • ନ୍ୟୁଜିଲାଣ୍ଡ ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିୟନ
  • ଟିମ୍ ଇଣ୍ଡିଆକୁ ହରାଇ ହେଲା ବିଶ୍ୱ ଚାମ୍ପିୟନ
  • ସାଉଥହମ୍ପଟନରେ ନିରାଶ ହେଲା ବିରାଟ ବାହିନୀ
  • ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ
  • ରାଜ୍ୟ ମୁକ୍ତ ସ୍କୁଲ ଓ ମଧ୍ୟମା ପରୀକ୍ଷା ଫଳ ବି ପ୍ରକାଶ ପାଇବ
  • ଅପରାହ୍ଣ ୪ ଟାରେ ବୋର୍ଡ କାର୍ଯ୍ୟାଳୟ ପରିସରରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ
  • bseodisha.ac.in ଓ bseodisha.nic.inରେ ମିଳିବ ରେଜଲ୍ଟ

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ବୁଧବାର

Horoscope of May 12: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ବୁଧବାର...

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ବୁଧବାର

Horoscope of May 12: ମେଷ- ମନ ବିଷର୍ଣ୍ଣ ରହିବ । ମାନସିକ ଶାନ୍ତି ବାଧାପ୍ରାପ୍ତ ହେବ । ବ୍ୟସ୍ତତା ମଧ୍ୟେ ଦୀନଚର୍ଯ୍ୟା କରିବେ । କୌଣସି ମୂଲ୍ୟବାନ୍ ଦ୍ରବ୍ୟ ନଷ୍ଟ କିମ୍ବା ଚୋରି ହୋଇପାରେ ।

ଅଧିକ ପଢ଼ନ୍ତୁ:-ହିମନ୍ତ ବିଶ୍ୱ ଶର୍ମାଙ୍କୁ ମୁଖ୍ୟମନ୍ତ୍ରୀ କରି ବିଜେପି ଆସାମରୁ ସିନ୍ଧିଆଙ୍କୁ ଦେଲା ଏହି ବାର୍ତ୍ତା

ବୃଷ- ଦାନ ଧର୍ମ ପ୍ରତି ମନ ବଳିବ । ଦିଅଁ ଦର୍ଶନ ପାଇଁ ଦୂରଯାତ୍ରା କରିବେ । ବ୍ୟୟ ଅଧିକ ହେବ । ସାମାନ୍ୟ ଅସୁସ୍ଥତା ବୋଧ ହେବ । ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇବ ।

ମିଥୁନ- ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ । ଦେହ ଓ ମନ ଭଲ ରହିବ । ଦିଅଁ ଦର୍ଶନର ସୌଭାଗ୍ୟ ମିଳିବ । ପରିବାରରେ ହସଖୁସି ଲାଗି ରହିବ । ପଡୋଶୀଙ୍କ ସହ ଥିବା ମନାନ୍ତର ମତାନ୍ତର ଅନ୍ତଃ ଘଟିବ ।

କର୍କଟ- ଶରୀର ଅସୁସ୍ଥ ରହିବ । ମନ ଭାରାକ୍ରାନ୍ତ ରହିବ । କାର୍ଯ୍ୟାଳୟରେ କାର୍ଯ୍ୟଭରା ବୃଦ୍ଧି ପାଇବ । ଆୟ ସଂକୁଚିତ ହେବ । ବ୍ୟବସାୟରେ ପ୍ରତିନ୍ଦ୍ୱନ୍ଦିତା ଲାଗି ରହିବ ।

ଅଧିକ ପଢ଼ନ୍ତୁ:-ସାଧାରଣ ଜନତାଙ୍କୁ ଝଟକା: ପୁଣି ମହଙ୍ଗା ହେଲା ତୈଳ ଦର, ଜାଣନ୍ତୁ ଆଜିର ରେଟ୍

 ସିଂହ- ବିଳମ୍ବ ହେଉ ପଛେ କାର୍ଯ୍ୟ ସିଦ୍ଧି ହେବ । ଏକାନ୍ତରେ ସମୟ ବିତାଇବେ । ସନ୍ତାନଙ୍କ କୃତ୍ୱତିରେ ଆନନ୍ଦ ପାଇବେ । ବ୍ୟବସାୟିକ ଭିତ୍ତିଭୂମି ସୁଦୃଢ ହେବ ।

କନ୍ୟା- ଧର୍ମ କାର୍ଯ୍ୟରେ ଦିନ ବିତାଇବେ । ଦିଅଁ ଦର୍ଶନର ସୌଭାଗ୍ୟ ରହିଛି । ଆୟ ଅବ୍ୟାହତ ରହିବ । ନୂତନ ବସ୍ତ୍ରାଦି କ୍ରୟ କରିବେ । ଅପରାହ୍ନରେ ବନ୍ଧୁମିଳନ ଓ ସୁସ୍ୱାଦୁ ଭୋଜନର ଯୋଗ ରହୁଛି । 

ତୁଳା- ମନ ପ୍ରସନ୍ନ ରହିବ । ତୀର୍ଥ ଯାତ୍ରା କରିବେ । ବ୍ୟୟ ଅଧିକ ହେବ । ଅବସର ସମୟର ସଦ୍‌ଉପଯୋଗ କରିବେ । ବନ୍ଧୁ ବାନ୍ଧବଙ୍କ ଗହଣରେ ଦିନ କାଟିବେ ।

ଅଧିକ ପଢ଼ନ୍ତୁ:-ଦେଶରେ କୋରୋନା ଟେଷ୍ଟିଂ ହ୍ରାସ: ଦିନକରେ ୩.୨୯ ଲକ୍ଷ ମାମଲା ଚିହ୍ନଟ, ୩୮୭୯ ସଂକ୍ରମିତଙ୍କ ମୃତ୍ୟୁ

ବିଛା- ମନରେ ପ୍ରସନ୍ନତା ଭାବ ରହିବ । ତୀର୍ଥଯାତ୍ରା ପାଇଁ ମନ ବଳିବ । ସୁସମ୍ବାଦ ହସ୍ତଗତ ହେବ । ଆର୍ଥିକ ଅଭିବୃଦ୍ଧି ଘଟିବ । ନୂତନ ବସ୍ତ୍ର କିମ୍ବା ଦ୍ରବ୍ୟ କ୍ରୟ କରିବେ ।

ଧନୁ- କର୍ମ ଚଞ୍ଚଳ ରହିବେ । ସମସ୍ତ କାର୍ଯ୍ୟ ଠିକ୍ ସମୟରେ ସମ୍ପାଦନ କରିବେ । ପାରିବାରିକ ସ୍ନେହ ଶ୍ରଦ୍ଧା ପ୍ରାପ୍ତ ହେବ । ମନୋରଞ୍ଜନ ପାଇଁ ସମୟ ପାଇବେ ।

ମକର- ଶରୀର ଆରୋଗ୍ୟ ରହିବ । ମନ ପ୍ରଫୁଲ୍ଲିତ ରହିବ । ମଉଜ ମଜ୍‌ଲିସରେ ଦିନ କାଟିବେ । ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ବ୍ୟବସାୟିକ କାର୍ଯ୍ୟରେ ଦୂରଯାତ୍ରା କରିବେ ।

ଅଧିକ ପଢ଼ନ୍ତୁ:-ରେଳ ଯାତ୍ରୀଙ୍କ ପାଇଁ ଗୁଡ୍ ନ୍ୟୁଜ୍! ରେଲୱେ ଘୋଷଣା କଲା ୪୦ଟି ସ୍ୱତନ୍ତ୍ର ଟ୍ରେନ୍, ଦେଖନ୍ତୁ ପୁରା ଲିଷ୍ଟ୍

କୁମ୍ଭ- ବୁଦ୍ଧି ବିଚାରି କାର୍ଯ୍ୟ କରିବେ । ବିବାଦୀୟ ଘଟଣାର ଅବସାନ ଘଟିବ । ନିଜର ଅଧିକାର ସାବ୍ୟସ୍ଥ କରିବେ । ରାଜନୈତିକ ବ୍ୟକ୍ତି ବିଶେଷ ସାଂଗଠନିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।  

ମୀନ- ଦାନ ଧର୍ମ ପ୍ରତି ମନ ବଳିବ । ଦୟାଳୁ ସ୍ୱଭାବର ହେବେ । ପରୋପକାର କରି ଆତ୍ମସନ୍ତୋଷ ଲାଭ କରିବେ । ଆୟ ଅବ୍ୟାହତ ରହିବ । ମନ ପ୍ରଫୁଲ୍ଲ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।