• ରାଜ୍ୟରେ ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ ଟିକାକରଣ
  • ଗଞ୍ଜାମ ଜିଲ୍ଲାପାଳଙ୍କ ନୂଆ ନିୟମ
  • ଦୋକାନୀ ସହ କର୍ମଚାରୀ ଟିକା ନେବା ବାଧ୍ୟତାମୂଳକ
  • ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ୧୧୬୭ ଜଣଙ୍କ ଜୀବନ
  • ଦେଶରେ ଦିନକରେ ୪୨ ହଜାର ୬୪୦ ଜଣ କୋରୋନାରେ ଆକ୍ରାନ୍ତ ଚିହ୍ନଟ
  • ରାଜ୍ୟରେ ଆଜି ୨୯୫୭ କୋରୋନା ଆକ୍ରାନ୍ତ ଚିହ୍ନଟ
  • ରାଜ୍ୟରେ ଆଉ ୩୮ ଜଣଙ୍କ ଜୀବନ ନେଲା କୋରୋନା
  • ବିଶ୍ବରେ କୋରୋନା ମୃତ୍ୟୁ ସଂଖ୍ୟା ୩୮ ଲକ୍ଷ ୮୮ ହଜାର ୩୫୫କୁ ବୃଦ୍ଧି
  • ଟିକାକରଣରେ ଭାରତର ରେକର୍ଡ; ଦିନକରେ ୮୪ ଲକ୍ଷରୁ ଅଧିକ ଲୋକ ନେଲେ ଚିକା
  • ୨ୟ ବର୍ଷ ପାଇଁ ଅମରନାଥ ଯାତ୍ରା ବନ୍ଦ

ଜାଣନ୍ତୁ କେଉଁମାନଙ୍କ ପାଇଁ ଶୁଭ ରହିବ ଶୁକ୍ରବାର

ରାଶି ଅନୁଯାୟୀ ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଭାଗ୍ୟ

ଜାଣନ୍ତୁ କେଉଁମାନଙ୍କ ପାଇଁ ଶୁଭ ରହିବ ଶୁକ୍ରବାର

ମେଷ-  ନିଜ ଅଧିକାର ସାବ୍ୟସ୍ତ କରିବେ । ଆଶା କରୁଥିବା ଦିଗରୁ ଅର୍ଥପ୍ରାପ୍ତି ହେବ ।  ବିବାଦୀୟ ଘଟଣାର ଅବସାନ ଘଟିବ । 

ବୃଷ- ଈଶ୍ୱର ବିଶ୍ୱାସୀ ହେବେ । ଦାନ ଧର୍ମ ପ୍ରତି ମନ ବଳିବ । ଆରୋଗ୍ୟ ଲାଭ କରିବେ । ଛାତ୍ରଛାତ୍ରୀମାନେ ପଢାପଢିରେ ମନନିବେଶ କରିବେ । ବ୍ୟାଙ୍କ ଓ ବୀମା କର୍ମଚାରୀଙ୍କ ପାଇଁ ଦିନଟି ଶୁଭ ଅଟେ । 

 ମିଥୁନ- ଶାରୀରିକ ଅସୁସ୍ଥତା ବୋଧ ହେବ । ଆଳସ୍ୟ ପରାୟଣ ହେବେ । ବିରକ୍ତିଭାବ ପ୍ରକାଶ ପାଇବ । ଆର୍ଥିକ ଅନାଟନ ଦେଖାଦେବ । ଆପଣମାନଙ୍କ ଅତ୍ୟନ୍ତ ଅଶୁଭଫଳ ଅଟେ                                                            

କର୍କଟ- ଶରୀର ଆରୋଗ୍ୟ ରହିବ । କାର୍ଯ୍ୟ ବ୍ୟସ୍ତତା ଭିତରେ ଦିନ କାଟିବେ । ଗୃହକୁ ବିବାହ ପ୍ରସ୍ତାବ ଆଦି ଆସିପାରେ । ସାଂସାରିକ ଜୀବନ ସୁଖମୟ ହେବ ।  

ସିଂହ- କର୍ମ ତତ୍ପରତା ଦେଖାଦେବ । ମନ ପ୍ରସନ୍ନ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଆୟବ୍ୟୟ ସମାନ ରହିବ । ବ୍ୟବସାୟରେ ଆଖିଦୃଶିଆ ଲାଭ ମିଳିବ । 

କନ୍ୟା- ଦିନଟି ଆପଣଙ୍କ ପାଇଁ ଅନୁକୂଳ ଅଟେ । ଦେହ ଓ ମନ ଭଲ ରହିବ । ଆୟ ଆଶାନୁରୂପ ହେବ ।  କୌଣସି ନୂତନ ଦ୍ରବ୍ୟ କ୍ରୟ କରିବେ । ପାରିବାରିକ ଜୀବନ ସୁଖ ସମୃଦ୍ଧି ଭରା ହେବ । 

ତୁଳା- ସ୍ୱାସ୍ଥ୍ୟ ସଚେତନ ହେବେ । କର୍ତ୍ତବ୍ୟ ନିଷ୍ଠ ହେବେ । କାର୍ଯ୍ୟାଳୟରେ ଦାୟିତ୍ୱ ଭାର ବୃଦ୍ଧି ପାଇବ । ସହକର୍ମୀଙ୍କ  ସହଯୋଗ ପାଇବେ । ଧନ ପ୍ରାପ୍ତି ହେବ । ସନ୍ତାନଙ୍କ କୃତିତ୍ୱ ମନରେ ଖୁସି ଆଣି ଦେବ 

ବିଛା-ଅନାବଶ୍ୟକ ଖର୍ଚ୍ଚ ବଢିବ । ଧାର କରଜ କରିପାରନ୍ତି । ଧୈର୍ଯ୍ୟଚ୍ୟୁତ ହେବେ । ପାଖଲୋକ ବିଶ୍ୱାସଘାତକତା କରିବେ । ପଡୋଶୀଙ୍କ ସମ୍ପର୍କରେ ତିକ୍ତତା ଆସିବ । 

ଧନୁ- ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ । ମନ ଦୁର୍ବଳ ରହିବ । ଆୟ ମଧ୍ୟମ ଧରଣର ହେବ । ଆଇନ ଅଦାଲତର କାର୍ଯ୍ୟ ଆପଣଙ୍କ ବିପକ୍ଷରେ ଯିବ । ।  

ମକର-ଆରୋଗ୍ୟ ରହିବେ । ମନ ଭଲ ରହିବ । ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବ । ବ୍ୟବସାୟୀମାନେ ଭଲ ଲାଭ କରିବେ ।  

କୁମ୍ଭ- ଶରୀର ସୁସ୍ଥ ରହିବ । କର୍ମ କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ । ସମୟାନୁବର୍ତ୍ତୀ  ହେବେ । ହଠାତ କୌଣସି ଖୁସିଖବର ପାଇ ଆନନ୍ଦିତ ହେବେ । ପୁଞ୍ଜି ନିବେଶ ପାଇଁ ଦିନଟି ଅନୁକୂଳ । ପଡୋଶୀଙ୍କ ସହ ସମ୍ପର୍କ ମଜଭୁତ ହେବ 

ମୀନ- ମାନସିକ ଓ ଶାରିରୀକ ସୁସ୍ଥତା ମିଳିବ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଶତ୍ରୁ ପରାଜିତ ହେବେ । କର୍ମ ତତ୍ପରତା ବୃଦ୍ଧି ପାଇବ ।