• ବଦଳିଲେ BMC କମିସନର ପ୍ରେମଚନ୍ଦ୍ର ଚୌଧୁରୀ
  • ୧୯୯୭ ବ୍ୟାଚ୍ IAS ସଞ୍ଜୟ କୁମାର ସିଂ ହେଲେ BMC କମିଶନର
  • ବିଷ୍ଣୁପଦ ସେଠୀଙ୍କୁ ସୂଚନା ଓ ଲୋକସମ୍ପର୍କ ବିଭାଗ ଅତିରିକ୍ତ ଦାୟିତ୍ବ
  • BMC ପକ୍ଷରୁ ଆରମ୍ଭ ହେଲା ଡ୍ରାଇଭ ଇନ୍ ଟେଷ୍ଟିଂ
  • ଦେଶରେ ଦୈନିକ ସଂକ୍ରମଣ ୩ ଲକ୍ଷ ୪୮ ହଜାର ୪୨୧
  • ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ୪୨୦୫ ଜଣଙ୍କ ଜୀବନ
  • ରାଜ୍ୟରେ ଆଜି ୧୭ ଜଣଙ୍କ ମୁଣ୍ଡ ନେଲା କୋରୋନା
  • ରାଜ୍ୟରେ ଆଜି ୧୦ ହଜାର ୯୮୨ କୋରୋନା ଆକ୍ରାନ୍ତ ଚିହ୍ନଟ
  • ଆଜିଠୁ ତେଲଙ୍ଗାନାରେ ୧୦ ଦିନିଆ ଲକ୍‌ଡାଉନ୍
  • ସାଧୁସନ୍ଥ, ଭିକାରୀ, କଏଦୀ ଓ ବୃଦ୍ଧାଶ୍ରମ ଅନ୍ତେବାସୀଙ୍କ ହେବ ଟିକାକରଣ

ଜାଣନ୍ତୁ କେଉଁମାନଙ୍କ ପାଇଁ ଶୁଭ ରହିବ ଶନିବାର

ରାଶି ଅନୁସାରେ ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ ?

ଜାଣନ୍ତୁ କେଉଁମାନଙ୍କ ପାଇଁ ଶୁଭ ରହିବ ଶନିବାର

ମେଷ- ମନ ପ୍ରସନ୍ନ ରହିବ । ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ତୁଳାଇବେ । ବ୍ୟବସାୟରେ ଅଗ୍ରଗତି ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ । 

 ବୃଷ- ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ । କୌଣସି ବି କାମରେ ମନ ଲାଗିବ ନାହିଁ । ଚିଡିଚିଡା ସ୍ୱଭାବର ହେବେ । ଖର୍ଚ୍ଚ ବୃଦ୍ଧି ହେବ । କର୍ମସ୍ଥଳରେ ସହକର୍ମୀଙ୍କ  ଈର୍ଷାର ଶିକାର ହେବେ ।  ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭଦାୟକ ଅଛ  

ମିଥୁନ- କର୍ମ ଚଞ୍ଚଳ ହେବେ । ପୂଜାପାଠ ପ୍ରତି ଆର୍କଷିତ ହେବେ । ଦେହ ଓ ମନ ଭଲ ରହିବ । ଆୟ ମଧ୍ୟମ ଧରଣର ହେବ । ପାରିବାରିକ ଜୀବନ ହସଖୁସିରେ ବଢିବ ।  

କର୍କଟ- ଶାନ୍ତିପୂଣ୍ଣ ର୍ ଜୀବନ ଯାପନ କରିବେ । କର୍ମ କ୍ଷେତ୍ର ସହଜ ସରଳ  ବୋଧଗମ୍ୟ ହେବ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ । ବ୍ୟାଙ୍କ ଓ ବୀମା କର୍ମଚାରୀମାନେ ବିଶେଷ ଉପକୃତ ହେବେ ।  

ସିଂହ- କଥାବର୍ତ୍ତାରେ ସଂଯମତା ରକ୍ଷା କରନ୍ତୁ । କଳହ ଠାରୁ ନିଜକୁ ଦୂରେଇ ରଖନ୍ତୁ । ପାଖଲୋକ ଶତ୍ରୁତା କରିବେ । ନିଆଁ ପାଣି ପ୍ରତି ସତର୍କତା ଜରୁରୀ । 

କନ୍ୟା-  ମାନସିକ ଅବସାଦ ଦେଖାଦେବ । ଆୟ ତୁଳନାରେ ବ୍ୟୟ ବୃଦ୍ଧି ପାଇବ ।  ଗାଡିମଟର ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ କ୍ରୋଧକୁ ନିୟନ୍ତ୍ରଣରେ ରଖିନ୍ତୁ ଦିନଟି ଭଲରେ ଅତିବାହିତ କରିବ ।  

ତୁଳା- ଶରୀର ଆରୋଗ୍ୟ ରହିବ । ପ୍ରତ୍ୟେକ କାର୍ଯ୍ୟ ସଫଳତାର ସହ ସଂପୂର୍ଣ୍ଣ କରିବେ । ଦାୟିତ୍ୱବୋଧ ବୃଦ୍ଧି ପାଇବ । କୌଣସି ଗୃହ ଉପକର ଭଳି ନୂତନ ସାମଗ୍ରୀ କ୍ରୟ କରିବେ ।  

ବିଛା-ମନ ଉତଫୁଲ ରହିବ । ନୂତନ ବସ୍ତ୍ର ପରିଧାନ କରିବେ । କର୍ମ କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । ସ୍ୱାସ୍ଥ୍ୟ ସଚେତନ ହେବେ । ଆୟ ଅବ୍ୟାହତ ରହିବ । ପାରିବାରିକ ସୁଖଶାନ୍ତି ପ୍ରାପ୍ତ ହେବ ।  

ଧନୁ- ଘାତ ଚନ୍ଦ୍ର ଭୋଗ ହେତୁ ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ  ଶାରୀରିକ କ୍ଲେଶ ବୃଦ୍ଧିପାଇବ ।ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭ ଅଟେ । ପାରିବାରିକ ସମସ୍ୟା ଥିଲେ ତାହା ସମାଧାନ ହୋଇପାରିବ ।  

।ମକର- ଦୃଢ ମନୋବଳ ନେଇ ପ୍ରତ୍ୟେକଟି କାମ ସୂଚାରୁ ରୂପେ ତୁଳାଇବେ । ଶରୀର ଆରୋଗ୍ୟ ରହିବ । କର୍ମ କ୍ଷେତ୍ର ଅନୁକୂଳ ରହିବ । ଆୟ ବ୍ୟୟ ସମାନ ରହିବ । ପାରିବାରିକ ସ୍ନେହ ଶ୍ରଦ୍ଧା ଅତୁଟ ରହିବ  

କୁମ୍ଭ-  କର୍ତ୍ତବ୍ୟ  ନିଷ୍ଠ ହେବେ । ଈଶ୍ୱର ବିଶ୍ୱାସୀ ହେବେ । ପାରିବାରିକ ବୁଝାମଣା ଉତ୍ତମ ରହିବ । ଆୟ ତୁଳନାରେ ବ୍ୟୟ ବୃଦ୍ଧି ପାଇବ । ଆଇନ ଅଦାଲତର  ରାୟ ଆପଣଙ୍କ ସପକ୍ଷରେ ଯିବ ।  

ମୀନ- ମନ ପ୍ରସନ୍ନ ରହିବ । ଦାନ ଧର୍ମ ପ୍ରତି ମନ ବଳିବ । କର୍ମ କ୍ଷେତ୍ର ଉତ୍ସାହ ପୂର୍ଣ୍ଣ ରହିବ । ଗୃହକୁ ବନ୍ଧୁ ଆଗମନ ହେବ । ଆୟ ବ୍ୟୟ ସମାନ ରହିବ ।