Horoscope 23 April 2021: ଜାଣନ୍ତୁ ଆଜିର ରାଶିଫଳ
Advertisement

Horoscope 23 April 2021: ଜାଣନ୍ତୁ ଆଜିର ରାଶିଫଳ

ରାଶି ଅନୁସାରେ ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଭାଗ୍ୟ

Horoscope 23 April 2021: ଜାଣନ୍ତୁ ଆଜିର ରାଶିଫଳ

ଶୁକ୍ରବାର-କାମଦା ଏକାଦଶୀ,ଶ୍ରୀମନ୍ଦିରରେ ସୀତା ବିବାହ ବିଶ୍ୱ ପୁସ୍ତକ ଦିବସ  ଚନ୍ଦ୍ର-ସିଂହ ଅହୋରାତ୍ର  ତିଥି- ଏକାଦଶୀ ରାତ୍ରି  ୯/୪୭ ଗତେ ଦ୍ୱାଦଶୀ  ନକ୍ଷତ୍ର-ମଘା ପ୍ରାତଃ ୭/୪୦ ଗତେ ପୂର୍ବା ଫାଲଗୁନ ରାହୁକାଳ-ଦିବା ୧୦/୧୦ ରୁ ୧୧/୪୫ ପର୍ଯ୍ୟନ୍ତ  ଶୁଭସମୟ-ପ୍ରାତଃ ୦୭/୦୭/୦୯/୩୮  ଘାତଚନ୍ଦ୍ର-କର୍କଟ ଓ ମକର ରାଶିରେ  ଘାତବାର-ବିଛା,ଧନୁ ଓ ମୀନ ରାଶିରେ

ମେଷ- ଦେହ ସୁସ୍ଥ ରହିବ । ମନୋବଳ ବୃଦ୍ଧି ପାଇବ । ଅବସର ସମୟର ସଦୁପଯୋଗ କରିବେ । ବ୍ୟବସାୟ ଆଶାନୁରୂପକ ହେବ ।

ବୃଷ- ଶାରୀରିକ ସୁସ୍ଥତା ଲାଭ କରିବେ । ସମସ୍ତ ବକେୟା କାର୍ଯ୍ୟକୁ ଆଜି ସଂପୂର୍ଣ୍ଣ କରିବେ । ହଠାତ୍ ଧନ ଆଗମନର ସୂଚନା ମିଳୁଛି । ପଡୋଶୀଙ୍କ ସହ ସମ୍ପର୍କ ମଧୁର ହେବ । ପରିବାରରେ ହସ ଖୁସିର ଲହରୀ ରହିବ ।

ମିଥୁନ- ସୁଖ ସମୃଦ୍ଧିର ଦିନ । ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବ । ଧନ ଆଗମନର ସୂଚନା ମିଳୁଛି । ବନ୍ଧୁଙ୍କ ସାହାଯ୍ୟ ପ୍ରାପ୍ତ ହେବ । ପାରିବାରିକ ଜୀବନ ମଧୁରମୟ ହେବ ।

କର୍କଟ- କାର୍ଯ୍ୟ ବ୍ୟସ୍ତତା ବୃଦ୍ଧି ପାଇବ । ବିରକ୍ତି ଭାବ ପ୍ରକାଶ ପାଇବ । ଆୟ ତୁଳନାରେ ବ୍ୟୟ ବୃଦ୍ଧି ପାଇବ । ଆଶା କରୁଥିବା ଦିଗରୁ ଅର୍ଥ ପାଇବାରେ ବିଳମ୍ବ ହେବ । ଦୂରଯାତ୍ରା ବିଫଳ ହେବ ।

ସିଂହ- ମଉଜ ମଜଲିସରେ ଦିନ ଅତିବାହିତ କରିବେ । ଖର୍ଚ୍ଚ ବୃଦ୍ଧି ପାଇବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ । ଶରୀର ଆରୋଗ୍ୟ ଓ ମନ ପ୍ରସନ୍ନ ରହିବ ।

କନ୍ୟା- ପରିଶ୍ରମ ଅନୁଯାୟୀ ଫଳ ମିଳିବ । ଅପରିଚିତ ଅଜଣା ବ୍ୟକ୍ତିଙ୍କ ଠାରୁ ଦୂରେଇ ରୁହନ୍ତୁ । ଆୟ ଓ ବ୍ୟୟ ପ୍ରାୟ ସମାନ ରହିବ । ଦିନଟି ଶୁଭଫଳ ଦେବ । ବ୍ୟବସାୟ ଭଲ ହେବ ।

ତୁଳା- ସାଂସାରିକ ଜୀବନ ସୁଖମୟ ହେବ । ଶରୀର ସୁସ୍ଥ ଓ ମନ ଭଲ ରହିବ । ଦାୟିତ୍ୱ ବୃଦ୍ଧି ପାଇବ । କାର୍ଯ୍ୟରେ ଯୋଗ ଦେବେ । ଆଶା କରୁଥିବା ଦିଗରୁ ଅର୍ଥ ଆଗମନ ହେବ 

ବିଛା- ଶାରୀରିକ କ୍ଲେଶ ଅନୁଭବ କରିବେ । ଚିଡିଚିଡା ସ୍ୱଭାବର ହେବେ । କୌଣସି ଦ୍ରବ୍ୟ ଚୋରି କିମ୍ବା ହଜି ଯାଇପାରେ । ସାଂସାରିକ ଜୀବନ ବାଧା ପ୍ରାପ୍ତ ହେବ । ପଡୋଶୀଙ୍କ ସହ ସମ୍ପର୍କରେ ତିକ୍ତତା ଆସିବ ।

ଧନୁ- ସାମାନ୍ୟ ଶରୀର ପୀଡା ଦେଖାଦେବ । ଆଜି ଆପଣ ନାନା ସମସ୍ୟାରେ ଜଡିତ ହେବେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଈର୍ଷାର ଶିକାର ହେବେ । ପାରିବାରିକ ଜୀବନରେ ଭୁଲ ବୁଝାମଣା ଦେଖାଦେବ ।

ମକର- ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ । ପରିସ୍ଥିତି ପ୍ରତି ସଜାଗ ରୁହନ୍ତୁ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଚୌର ଭୟ ରହିବ । ଅଚିହ୍ନା ଅପରିଚିତ ବ୍ୟକ୍ତିଙ୍କ ଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ- ଦାନ ଧର୍ମ ପ୍ରତି ମନ ବଳିବ । ପରିବାରରେ ଶାନ୍ତିପୂର୍ଣ୍ଣ ବାତାବରଣ ଲାଗି ରହିବ । ଆୟ ସଂକୁଚିତ ହେବ ।

ମୀନ- ସାମାନ୍ୟ କଥାକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତି ଉପୁଜିପାରେ । ଖର୍ଚ୍ଚାନ୍ତ ହେବେ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ ।