ପୁରୁଷଙ୍କ ପାଇଁ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଥାଏ ମାତ୍ର ୩ଟି ଅଖରୋଟ, କେବଳ ଏହିପରି କରନ୍ତୁ ସେବନ, ମିଳିବ ଜବରଦସ୍ତ ଲାଭ!

ଆୟୁର୍ବେଦ ଡାକ୍ତର ଅବରାର ମୁଲତାନୀଙ୍କ ଅନୁଯାୟୀ, ଅଖରୋଟ କଞ୍ଚା ଖାଇବା ପରିବର୍ତ୍ତେ ଏହାକୁ ଭିଜାଇ ଖାଆନ୍ତୁ । ଏଥିପାଇଁ ରାତିରେ ଶୋଇବା ପୂର୍ବରୁ ୩ଟି ଅଖରୋଟକୁ ଭିଜାନ୍ତୁ ଓ ସକାଳେ ଉଠିବା ପରେ ଖାଲି ପେଟରେ ଖାଆନ୍ତୁ ।

ପୁରୁଷଙ୍କ ପାଇଁ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଥାଏ ମାତ୍ର ୩ଟି ଅଖରୋଟ, କେବଳ ଏହିପରି କରନ୍ତୁ ସେବନ, ମିଳିବ ଜବରଦସ୍ତ ଲାଭ!

About the Author