Today Daily Horoscope: ସୂର୍ଯ୍ୟଦେବଙ୍କ କୃପାରୁ ଆଜି ବଦଳିବ ଏହିସବୁ ରାଶିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ରବିବାର

Published: Nov 17, 2024, 06:39 AM IST|Updated: Nov 17, 2024, 06:47 AM IST

Horoscope Today 17 November 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ନଭେମ୍ବର ୧୭ ତାରିଖ ହେଉଛି ରବିବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...