Black Pepper with Hot Water Benefits: ଗୋଲମରିଚ (Black Pepper) ରେ ପିପରାଇନ୍ ଥାଏ । ଏଥିରେ ଆଣ୍ଟି-ଡିପ୍ରେସାଣ୍ଟ ଗୁଣ ରହିଥାଏ । ଯେଉଁ କାରଣରୁ ଗୋଲମରିଚ ଲୋକଙ୍କୁ ଟେନସନ ଏବଂ ଡିପ୍ରେସନରୁ ମୁକ୍ତି ଦେଇଥାଏ ।
ନୂଆଦିଲ୍ଲୀ: Black Pepper with Hot Water Benefits: ଗରମ ପାଣି (Hot Water) ସ୍ୱାସ୍ଥ୍ୟ ବଜାୟ ରଖିବା ପାଇଁ ଲାଭଦାୟକ ହୋଇଥାଏ । ଉଷୁମ ପାଣି ସହିତ ଗୋଲମରିଚ (Black Pepper) ଖାଇବା ଦ୍ୱାରା କାଶ ଏବଂ ଥଣ୍ଡା ସମସ୍ୟା ଦୂର ହୁଏ । ଏକାସାଙ୍ଗରେ ମହୁ (Honey) ସହିତ ଗୋଲମରିଚ ଗୁଣ୍ଡ ଚାଟିଲେ ଗଳା ଯନ୍ତ୍ରଣା ଦୂର ହୁଏ । ଗୋଲମରିଚ ବ୍ୟବହାର ଶରୀରକୁ ଫିଟ୍ ରଖେ କିନ୍ତୁ କାଶ ଏବଂ ଥଣ୍ଡା ଭଳି ରୋଗରୁ ମଧ୍ୟ ଦୂରେଇ ରଖିଥାଏ ।
୧. ଗୋଲମରିଚ (Black Pepper) ରେ ପିପରାଇନ୍ ଥାଏ । ଏଥିରେ ଆଣ୍ଟି-ଡିପ୍ରେସାଣ୍ଟ ଗୁଣ ରହିଥାଏ । ଯେଉଁ କାରଣରୁ ଗୋଲମରିଚ ଲୋକଙ୍କୁ ଟେନସନ ଓ ଡିପ୍ରେସନରୁ ମୁକ୍ତି ଦେଇଥାଏ । ଗ୍ରୀଷ୍ମ ଋତୁରେ ଗୋଲମରିଚ ଖାଇବା କମ୍ କରିବା ଉଚିତ ।
୨. ଗୋଲମରିଚ (Black Pepper) ଶରୀରରେ ଚର୍ବି ଜମିବାକୁ ପ୍ରତିରୋଧ କରିଥାଏ । ଏହା ସହିତ ଏହା ଆପଣଙ୍କ ମେଟାବୋଲିଜିମରେ ଉନ୍ନତି କରି କ୍ୟାଲୋରୀ ଦମନରେ ସାହାଯ୍ୟ କରିଥାଏ ।
୩. ଯଦି ଆପଣ ଅଧା ଚାମଚ ଗୋଲମରିଚ ପାଉଡର (Black Pepper Powder) ଓ ଗୋଟିଏ ଚାମଚ ମିଶ୍ରି ମିଶାଇ ଏକ କପ୍ ଉଷୁମ କ୍ଷୀର ସହିତ ୩ ଥର ନେଉଛନ୍ତି । ତେବେ ଏହା ଥଣ୍ଡା ଓ ସର୍ଦ୍ଦି ପାଇଁ ଲାଭଦାୟକ ହୋଇଥାଏ ।
ଏହା ବି ପଢ଼ନ୍ତୁ:-ପୁଟିନଙ୍କ ସହ ଛାଇ ପରି ରହିଥାଏ ଏହି ବ୍ରିଫକେସ୍, ପୁରା ଦୁନିଆକୁ କରିପାରେ ଧ୍ୱଂସ, ଜାଣନ୍ତୁ କାହିଁକି ଏହା ଏତେ ଖାସ୍
ଏହା ବି ପଢ଼ନ୍ତୁ:-ଏ ହେଉଛି ସବୁଠାରୁ ବୋଲ୍ଡ ୱେବ୍ ସିରିଜ୍, ଭୁଲରେ ବି ଦେଖନ୍ତୁନି କାହା ସହିତ
ଏହା ବି ପଢ଼ନ୍ତୁ:-'କାଚା ବାଦାମ' ଗୀତର ଗାୟକ ଭୁବନଙ୍କ ବଦଳିଲା ଭାଗ୍ୟ, ମ୍ୟୁଜିକ୍ କମ୍ପାନୀ ଦେଲେ ଏତେ ଲକ୍ଷ ଟଙ୍କା
୪. ଗୋଲମରିଚ (Black Pepper) ପାଣି (Water) ରେ ପୁଟାଇ ପିଇଲେ ଏହା ଥଣ୍ଡା ଭଲ କରିଥାଏ । ଏହାସହ ମସ୍ତିଷ୍କ ହାଲୁକା ହୋଇଥାଏ ।
ଡିସକ୍ଲେମର: ଏହି ପ୍ରବନ୍ଧରେ ଦିଆଯାଇଥିବା ସୂଚନା ସାଧାରଣ ଅନୁମାନ ଉପରେ ଆଧାରିତ । ଏଠାରେ ପ୍ରଦାନ କରାଯାଇଥିବା ସୂଚନା କୌଣସି ଡାକ୍ତରୀ ପରାମର୍ଶର ବିକଳ୍ପ ନୁହେଁ । ଏହା କେବଳ ଶିକ୍ଷା ଉଦ୍ଦେଶ୍ୟରେ ଦିଆଯାଉଛି ।
ट्रेन्डिंग फोटोज़