Gold Rate Today: ଗ୍ରାହକଙ୍କୁ ଶକ୍ତ ଝଟକା, ଧନତେରାସ୍ ପୂର୍ବରୁ ବଢିଲା ସୁନା ରେଟ୍

Gold Rate Today: ସୁନାପ୍ରେମୀଙ୍କ ପାଇଁ ବଡ଼ ଖବର। ପୁଣି ବଢିଲା ସୁନା ରେଟ୍। ଗତକାଲି ସୁନା ଦର ଖସିଥିବା ବେଳେ ଆଜି ଦର ପୁଣି ବୃଦ୍ଧି ପାଇଛି। ଯାହା ଗ୍ରାହକଙ୍କ ଟେନସନ୍ ବଢାଇ ଦେଇଛି। ତେବେ, ଏଭଳି ସ୍ଥିତିରେ ଆଗକୁ ଆସୁଛି ଦୀପାବଳୀ ଓ ଧନତେରାସ ଆସୁଛି। ଯାହା କେବଳ ଗ୍ରାହକଙ୍କର ନୁହେଁ ବରଂ ସୁନା ବ୍ୟବସାୟୀଙ୍କୁ ମଧ୍ୟ ଟେନସନରେ ପକାଇଛି। ଯଦି ଏଭଳି ଦର ଦିନକୁ ଦିନ ହୁ ହୁ ହୋଇ ବୃଦ୍ଧି ପାଏ। ତେବେ, ଧନତେରସ୍ ରେ କାରବାର କମ୍ ହେବ। ତେବେ, ଆସନ୍ତୁ ଜାଣିବା ଆଜି କେଉଁ ସହରରେ କେତେ ରହିଛି ସୁନାଦର...

Narmada Behera Fri, 25 Oct 2024-12:10 pm,
1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୯୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍୭୯,୫୮୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦୦ ଓ ୧୧୦ ଟଙ୍କା ବଢିଛି। 

ALSO READ: Viral Video: ଯାତ୍ରାଷ୍ଟେଜ୍ ରୁ ନୁହେଁ ଗାଁ-ଦାଣ୍ତରୁ ଭାଇରାଲ୍ ହେଲା କଟକିଆ ଭାଉଜଙ୍କ ଏହି ଭିଡିଓ , ଦେଖନ୍ତୁ

ALSO READ: Weekly Special Horoscope: ନୂଆସପ୍ତାହରେ ଏହିସବୁ ରାଶିଙ୍କ ପାଇଁ ଆରମ୍ଭ ହେବ ଶୁଭ ସମୟ, ଚାକିରିରେ ମିଳିବ ପଦୋନ୍ନତି, ମାଲାମାଲ୍ ହେବେ ବ୍ୟବସାୟୀ!

2/5

  ସେହିପରି ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ରେଟ୍ ୭୩,୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୭୩୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୦୦ ଓ ୧୧୦ ଟଙ୍କା ବୃଦ୍ଧି ପାଇଛି। 

3/5

ମାୟାନଗରୀ ମୁମ୍ବାଇରେ ମଧ୍ୟ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୯୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୫୮୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୦୦ ଓ ୧୧୦ ଟଙ୍କା ବଢିଛି। 

4/5

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୯୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୫୮୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ପିଛା ୧୦୦ ଓ ୧୧୦ ଟଙ୍କା ବୃଦ୍ଧି ପାଇଛି। 

5/5

ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୨,୯୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୫୮୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରିପିଛା ୧୦୦ ଓ ୧୧୦ ଟଙ୍କା ବୃଦ୍ଧି ପାଇଛି। 

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link