Advertisement
Photo Details/zeeodisha/odisha1093241
photoDetails0hindi

ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଗୁରୁବାର

Horoscope of February 10: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କ ପାଇଁ ଶୁଭ ରହିବ ଗୁରୁବାର

ମେଷ

1/12
ମେଷ

ମଜଲିସରେ ଦିନ କାଟିବେ । ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତ ହେବ । କର୍ମ କ୍ଷେତ୍ରରେ ଉପରିସ୍ଥ ଅ‌ଧିକାରୀଙ୍କ ଆସ୍ଥା ଭାଜନ ହେବେ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । ସେବା ପୂଜା ପାଇଁ ମନ ବଳିବ ।

ବୃଷ

2/12
ବୃଷ

ଶରୀର ସୁସ୍ଥ ରହିବ ।  ମାନସିକ ଶାନ୍ତି ବଜାୟ ରହିବ । ଅକସ୍ମାତ ଧନ ପ୍ରାପ୍ତିର ଯୋଗ ରହିଛି । ଦାମ୍ପତ୍ୟ ଜୀବନ ବେଶ ସୁଖମୟ ହେବ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଦାୟକ ଅଟେ । ପରାମର୍ଶ ନେଇ କାର୍ଯ୍ୟ କରନ୍ତୁ ।

ମିଥୁନ

3/12
ମିଥୁନ

ସୌଭାଗ୍ୟ ବନ୍ତ ହେବେ । ସମସ୍ତ କ୍ଷେତ୍ରରେ ପାରଦର୍ଶିତା ଲାଭ କରିବେ । ପାରିବାରିକ ସୁଖଶାନ୍ତି ଅବ୍ୟାହତ ରହିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୂକୁଳ ଅଟେ । ଆୟ ବୃଦ୍ଧି ପାଇବ । ବ୍ୟାଙ୍କିଙ୍ଗ୍ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ  ଦିନଟି ଶୁଭପ୍ରଦ ହେବ । 

କର୍କଟ

4/12
କର୍କଟ

ଦେହ ଓ ମନ ଭଲ ରହିବ । ଦିନଟିରେ ଉତ୍ସାହ ପୂର୍ବକ ସମସ୍ତ କାର୍ଯ୍ୟ ଦାୟିତ୍ୱର ସହ ତୁଳାଇବେ । ବ୍ୟବସାୟ ଲାଭପ୍ରଦ ହେବ । ଆୟ ବୃଦ୍ଧି ପାଇବ । ପଡୋଶୀ ମାନଙ୍କ ସହ ମଧୁରତା ଦେଖାଦେବ । ପାରିବାରିକ ଜୀବନ ଶାନ୍ତ ରେ କଟିବ । ମଜଲିସରେ ଦିନ କାଟିବେ । ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତ ହେବ ।

ସିଂହ

5/12
ସିଂହ

ଆଜି ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିଲେ ମଧ୍ୟ ନୂତନ ସମସ୍ୟା ସୃଷ୍ଟି କରିବ । ଗତକାଲି ଠାରୁ ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ । ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ ।

କନ୍ୟା

6/12
କନ୍ୟା

ଆଜି ସୁସ୍ଥତା ଅକ୍ଷୁର୍ଣ୍ଣ ରଖିବା ସହ ହସଖୁସିରେ ରଖିବାର ସୁସ୍ଥ ପରିବେଶ ସୃଷ୍ଟି କରିବ । ଖଳ ଲୋକମାନଙ୍କ ପ୍ରାୟୋଜିତ କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରପାରେ । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ । ହଠାତ୍ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇବେ ।

ତୁଳା

7/12
ତୁଳା

ମାନସିକ ଅବସାଦ ଦେଖାଦେବ । କର୍ମ ଚାପ ବଢ଼ିବ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ବ୍ୟବସାୟରେ ମଧ୍ୟମ ଧରଣର ଫଳ ମିଳିବ । ପାରିବାରିକ ଜୀବନରେ ବୁଝାମଣାର ଅଭାବ ପରିଲକ୍ଷିତ ହେବ । ନିଜ ସ୍ୱାସ୍ଥ୍ୟ ପ୍ରତି ସଚେତନ ହେବେ । ନବ ବିବାହିତ ଦମ୍ପତିଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ଅଟେ ।

ବିଛା

8/12
ବିଛା

ଆଜି ବ୍ୟାପାରରେ ଦିନଟି ମଧ୍ୟମ ରହିବ । ପରିବାରରେ ମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ । ନିଜ ପ୍ରିୟଜନଙ୍କ ସହ କିଛି କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ । ଦୁଃସମ୍ବାଦ ମିଳିପାରେ । କାର୍ଯ୍ୟକ୍ଷେତ୍ରରେ ଜରୁରୀ କାଗଜପତ୍ରରେ ଭୁଲ ହେବାରୁ ଚିନ୍ତିତ ରହିବେ । 

ଧନୁ

9/12
ଧନୁ

ଦୃଢମନା ହେବେ । ଋଣ ପରିଶୋଧ କରି ଆତ୍ମଶାନ୍ତି ପାଇବେ । ନିଜର ଦକ୍ଷତା ପ୍ରତିପାଦନ କରିବାରେ ସକ୍ଷମ ହେବେ । କର୍ମ କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ଏହା ବି ପଢ଼ନ୍ତୁ:-ପୁରୁଷଙ୍କ ଯୌନ ସମସ୍ୟା ଦୂର କରିବା ପାଇଁ ବହୁତ ଲାଭଦାୟକ ହୋଇଥାଏ କ୍ଷୀର ସହ ଏହି ଜିନିଷଟିର ସେବନ, ମିଳିଥାଏ ଏସବୁ ଜବରଦସ୍ତ ଲାଭ

ଏହା ବି ପଢ଼ନ୍ତୁ:-ବୋଲ୍ଡ ସିନରେ ଭରପୂର ଏହି ୱେବ୍ ସିରିଜ, ପାରା ବଢ଼ାଉଛି 'ମୋନା'ଙ୍କ ହଟ୍ ଅନ୍ଦାଜ

ଏହା ବି ପଢ଼ନ୍ତୁ:-ଅଖିଳେଶଙ୍କ ପାଖରେ ଅଛି ଏତେ କୋଟି ଟଙ୍କାର ସମ୍ପତ୍ତି, କିନ୍ତୁ ନାହିଁ କୌଣସି କାର; ଜାଣନ୍ତୁ ମୁଣ୍ଡ ଉପରେ ରହିଛି କେତେ ଟଙ୍କାର ଋଣ ବୋଝ

ଏହା ବି ପଢ଼ନ୍ତୁ:-ବୋଲ୍ଡ ୱେବ୍ ସିରିଜର କ୍ୱିନ୍ ହେଉଛନ୍ତି 'ସପ୍ନା ଭାବି', ଏସବୁ ସିରିଜରେ ଦେଇଛନ୍ତି ଅତ୍ୟଧିକ ହଟ୍ ସିନ୍

ମକର

10/12
ମକର

ଶାରୀରିକ ସୁସ୍ଥତା ଲାଭ  କରିବେ । କର୍ମ କ୍ଷେତ୍ର ଉଜ୍ଜଳମୟ ହେବ । ଆୟ ବୃଦ୍ଧି ପାଇବ । ବ୍ୟାଙ୍କିଙ୍ଗ୍ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ  ଦିନଟି ଶୁଭପ୍ରଦ ହେବ । କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ଆସ୍ଥା ଭାଜନ ହେବେ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । ସେବା ପୂଜା ପାଇଁ ମନ ବଳିବ ।

କୁମ୍ଭ

11/12
କୁମ୍ଭ

ଆଜି ଆଳସ୍ୟ ଓ ଥକ୍କା ଅନୁଭବ କରିବେ । ଜରୁରୀ କାର୍ଯ୍ୟ କିମ୍ବା ନିର୍ଣ୍ଣୟ ନିଅନ୍ତୁ ନାହିଁ । କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥନଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ । ବ୍ୟାପରରେ ବାଧା ଆସିପାରେ । ପରିବାରରେ ହଠାତ ପ୍ରତିକ୍ର୍ରିୟାଶୀଳ ହେବାରୁ କଥା କଟାକଟି ହୋଇପାରେ ।  

ମୀନ

12/12
ମୀନ

ସୂଚାରୁ ରୂପେ ସମସ୍ତ କାର୍ଯ୍ୟ ତୁଳାଇବେ । ସ୍ୱାସ୍ଥ୍ୟ ପ୍ରତି ବିଶେଷ ଯତ୍ନବାନ ହେବେ । କାର୍ଯ୍ୟାଳୟରେ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ଆୟ ଉତ୍ତମ  ହେବ । ପାରିବାରିକ ସୁଖଶାନ୍ତି ଲାଭ କରିବେ ।