Horoscope of February 3: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କ ପାଇଁ ଶୁଭ ରହିବ ଗୁରୁବାର
ଶାରୀରିକ ସୁସ୍ଥତା ବୋଧ ହେବ । ପ୍ରତ୍ୟେକଟି କାର୍ଯ୍ୟକୁ ସଫଳ ରୂପାୟନ ଦେବେ । ଗୃହକୁ ବନ୍ଧୁ ଆଗମନ ହୋଇପାରେ । ନୂତନ ବସ୍ତ୍ରାଦି କ୍ରୟ କରିବେ । ବ୍ୟୟ ଭରା ବୃଦ୍ଧି ପାଇବ ।
ମନ ଚଞ୍ଚଳ ରହିବ । ଆୟ ପରିମାଣ ବୃଦ୍ଧି ପାଇବ । ବାରମ୍ବାର ଚେଷ୍ଟା କଲେ ସଫଳତା ମିଳିବ । ଉତ୍ତମ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ଉନ୍ନତି ପଥରେ ଆଗେଇ ଚାଲିବେ । ସରକାରଙ୍କ କୃପା ଦୃଷ୍ଟି ରହିଛି । ଜନାଦୃତ ଲାଭ କରିବେ ।
ଆଜି ସ୍ୱାସ୍ଥ୍ୟ ଓ କର୍ମହାନି ସାଙ୍ଗକୁ ବିବାଦୀୟ ସ୍ଥିତି ମଧ୍ୟରେ ଅଣ ନିଃଶ୍ୱାସୀ ହୋଇପାରନ୍ତି । ବନ୍ଧୁଙ୍କ ପ୍ରେରଣାରେ କେତେକ ନୂତନ କାମର ପରିକଳ୍ପନା କରିବେ । ଶିଳ୍ପ ଓ ପରିବହନରେ ସମସ୍ୟା ଲାଗିରହିବ । ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଚିନ୍ତା କରିବେ ।
ଦେହ ଓ ମନ ଭଲ ରହିବ । ବିବାହ ଭୋଜିରେ ଯୋଗଦେବେ । ଆୟ ଉତ୍ତମ ହେବ । କର୍ମ କ୍ଷେତ୍ରରେ ଉଚ୍ଚ ପ୍ରଶଂସା ଲାଭ କରିବେ ।
ଦିନଟି ଆପଣଙ୍କ ସପକ୍ଷରେ । ମାନସିକ ଓ ଶାରୀରିକ ସୁସ୍ଥତା ମିଳିବ । ଶତ୍ରୁ ପରାଜିତ ହେବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ପାରିବାରିକ ସୁଖଶାନ୍ତି ଭୋଗ କରିବେ ।
ଦେହ ଓ ମନ ଭଲ ରହିବ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ଦାନ ଧର୍ମ ପ୍ରତି ମନ ବଳିବ । କର୍ମ କ୍ଷେତ୍ର ସହଜ ସରଳ ହେବ । ବ୍ୟବସାୟୀକ ଦୃଷ୍ଟିକୋଣରୁ ଦିନଟି ଅନୁକୂଳ ।
ଶାରୀରିକ ଅସୁସ୍ଥତା ଦେଖାଦେବ । କ୍ରୋଧକୁ ନିୟନ୍ତ୍ରଣରେ ନ ରଖିଲେ ଅସୁବିଧାରେ ପଡିବେ । ମନ ଭାରାକ୍ରାନ୍ତ ରହିବ । ପାରିବାରିକ ସୁଖଶାନ୍ତି ବାଧାପ୍ରାପ୍ତ ହେବ ।
ଶରୀର ଆରୋଗ୍ୟ ରହିବ । ଆୟ ଉତ୍ତମ ହେବ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ମିଳିବ । ଶୁଭ କାର୍ଯ୍ୟରେ ଯୋଗ ଦେବେ । ବନ୍ଧୁବାନ୍ଧବଙ୍କ ଆଗମନ ହୋଇପାରେ ।
ଆଜି ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ଯୋଗୁ ବିଚଳିତ ହେବେ । ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ । ପ୍ରତଯୋଗିତା କିମ୍ବା ପ୍ରତିଦ୍ୱନ୍ଦିତାରେ ସଫଳତା ପାଇ ପାରିବେ ।
କର୍ତ୍ତବ୍ୟ ପରାୟଣ ହେବେ । ଉଚ୍ଚ ଆଶା ଫଳବତୀ ହେବ । ଶୁଭ କାର୍ଯ୍ୟରେ ଯୋଗ ଦେବେ । ପାରିବାରିକ ସୁଖଶାନ୍ତି ବିରାଜମାନ ହେବେ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ ।
କାର୍ଯ୍ୟରେ ବାଧା ଉପୁଜିବ । ମାନସିକ ଅବସାଦ ଦେଖାଦେବ । ଆୟ ବ୍ୟୟ ପ୍ରାୟ ସମାନ ରହିବ । କର୍ମ କ୍ଷେତ୍ରରେ ପ୍ରତିଯୋଗିତାପୂର୍ଣ୍ଣ ବାତାବରଣ ମିଳିବ ।
ଏହା ବି ପଢ଼ନ୍ତୁ:-OTT ରେ ରହିଛି ଏହି ୭ଟି ବୋଲ୍ଡ ୱେବ୍ ସିରିଜ୍, ଭୁଲରେ ବି ଦେଖନ୍ତୁନି ପରିବାର ସହ
ଏହା ବି ପଢ଼ନ୍ତୁ:-ମର୍ଯ୍ୟାଦାର ସମସ୍ତ ସୀମା ଲଙ୍ଘିଲା ଏହି ୱେବ୍ ସିରିଜ, ପାରା ବଢ଼ାଉଛି 'କବିତା ଭାବି'ଙ୍କ ଏହି ହଟ୍ ଅନ୍ଦାଜ୍
ଏହା ବି ପଢ଼ନ୍ତୁ:-ଆପଣଙ୍କ କଳ୍ପନାଠାରୁ ଅଧିକ ବୋଲ୍ଡ ଏହି ୱେବ୍ ସିରିଜର 'ଲଳିତା ଭାଭି', ଫଟୋ ଦେଖି ଉଡ଼ିଯିବ ଆପଣଙ୍କ ହୋଶ୍!
ଶାରୀରିକ କ୍ଲେଶ ବୃଦ୍ଧିପାଇବ । ମାନସିକ ଅବସାଦ ଦେଖାଦେବ । ଆୟ ତୁଳନାରେ ବ୍ୟୟ ବୃଦ୍ଧି ପାଇବ । ଗାଡିମଟର ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।
ट्रेन्डिंग फोटोज़