Surya Gochar 2025: ଡିସେମ୍ବରରେ ସୂର୍ଯ୍ୟଙ୍କ ନକ୍ଷତ୍ର ପରିବର୍ତ୍ତନ,ଫିଟିବ ୫ରାଶିଙ୍କ ଭାଗ୍ୟ; କିଣିବେ ନୂଆ ଗାଡି଼ ସହ...

Written ByNarmada Behera
Published: Nov 29, 2025, 10:07 AM IST|Updated: Nov 29, 2025, 10:07 AM IST

Surya Gochar 2025: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ ଗ୍ରହମାନଙ୍କର ରାଜା ସୂର୍ଯ୍ୟ ଡିସେମ୍ବର ୩ ତାରିଖ ଦିନ ରାତି ୧ଟା ୨୧ ମିନିଟ୍ ସମୟରେ ଜ୍ୟେଷ୍ଠା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ଏହି ନକ୍ଷତ୍ର ପରିବର୍ତ୍ତନ କିଛି ରାଶିଙ୍କ ପାଇଁ ବେଶ୍ ଲାଭଦାୟୀ ପ୍ରମାଣିତ ହେବ। ଯଦି ଆପଣଙ୍କ ରାଶିରେ ସୂର୍ଯ୍ୟଙ୍କ ସ୍ଥିତି ମଜବୁତ୍ ଥାଏ। ତେବେ, ବ୍ୟକ୍ତି ଜୀବନରେ ଅଗ୍ରଗତି କରିବା ସହିତ କ୍ୟାରିୟରେ ଅଭୂତପୂର୍ବ ସଫଳତା ପାଇଥାଏ। ତେବେ, ଆସନ୍ତୁ ଜାଣିବା ସୂର୍ଯ୍ୟଙ୍କ ଚଳନ କେଉଁ ରାଶିଙ୍କ ଭାଗ୍ୟ ଉଦୟ କରିବାକୁ ଯାଉଛି।...