Today Horoscope: ବିଶ୍ବକର୍ମାଙ୍କ କୃପାରୁ ଫିଟିବ ଏହି ସବୁ ରାଶିଙ୍କ ଭାଗ୍ୟ,ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଆଜିର ଦିନ?

Written ByNarmada Behera
Published: Sep 17, 2025, 06:04 AM IST|Updated: Sep 17, 2025, 06:04 AM IST

Horoscope Today 17 September 2025: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ,ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ସେପ୍ଟେମ୍ବର ୧୭ ହେଉଛି ବୁଧବାର। ବିଶ୍ବକର୍ମା ପୂଜା । ବିଶ୍ବକର୍ମା ପୂଜାର ଏକାସାଙ୍ଗରେ ୫ ଦୁର୍ଲଭ ସଂଯୋଗ ସୃଷ୍ଟି ହେଇଛି। ଯାହାର ପ୍ରଭାବ ୧୨ ରାଶିଙ୍କ ଉପରେ ପଡ଼ିବ। ତେବେ,ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ।...