Today Horoscope: ଆଜି ସତର୍କ ରୁହନ୍ତୁ ଏହିସବୁ ରାଶି,ବଢିପାରେ ଅଡୁଆ; ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶନିବାର?

Written ByNarmada Behera
Published: Apr 19, 2025, 06:30 AM IST|Updated: Apr 19, 2025, 06:30 AM IST

Horoscope Today 19 April 2025: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଏପ୍ରିଲ୍ ୧୯ ହେଉଛି ଶନିବାର। ତେବେ,ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ।